Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 2:6 - ପବିତ୍ର ବାଇବଲ

6 ସେରହଙ୍କର ପାଞ୍ଚପୁତ୍ର ଥିଲେ। ସେମାନଙ୍କର ନାମ ଥିଲା ସିମ୍ରି, ଏଥନ୍, ହେମନ୍, କ‌‌‌ଲ୍‌କୋଲ୍ ଓ ଦେରା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ପୁଣି ସେରହର ସନ୍ତାନ ସିମ୍ରି ଓ ଏଥନ୍ ଓ ହେମନ୍ ଓ କଲ୍‍କୋଲ୍ ଓ ଦେରା; ସର୍ବସୁଦ୍ଧା ପାଞ୍ଚ ଜଣ।

Gade chapit la Kopi

ଓଡିଆ ବାଇବେଲ

6 ପୁଣି, ସେରହର ସନ୍ତାନ ସିମ୍ରି ଓ ଏଥନ୍‍ ଓ ହେମନ ଓ କଲ୍‍କୋଲ୍‍ ଓ ଦେରା; ସମୁଦାୟ ପାଞ୍ଚ ଜଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ପୁଣି, ସେରହର ସନ୍ତାନ ସିମ୍ରି ଓ ଏଥନ୍‍ ଓ ହେମନ ଓ କଲ୍‍କୋଲ୍‍ ଓ ଦେରା; ସମୁଦାୟ ପାଞ୍ଚ ଜଣ।

Gade chapit la Kopi




1 ବଂଶାବଳୀ 2:6
7 Referans Kwoze  

ସେ ପୃଥିବୀର ସମସ୍ତ ଲୋକଙ୍କଠାରୁ ଅଧିକ ଜ୍ଞାନୀ ହେଲେ। ସେ ଇଶ୍ରାୟୀୟ ଏଥନ୍ ଓ ମାହୋଲର ପୁତ୍ର ହେମନ୍ ଓ କ‌ଲ୍‌‌‌କୋଲ ଓ ଦର୍ଦା, ଏମାନଙ୍କଠାରୁ ଅଧିକ ଜ୍ଞାନୀ ଥିଲେ। ତାଙ୍କର ଯଶ ସମସ୍ତ ଦେଶର ଗ୍ଭରିଆଡ଼େ ବ୍ୟାପିଗଲା।


କିନ୍ତୁ ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଦ୍ରବ୍ୟ ନଷ୍ଟ ସମ୍ବନ୍ଧୀୟ ଆଦେଶ ମାନିଲେ ନାହିଁ। ସେଠାରେ ଜଣେ ଯିହୁଦା ଗୋଷ୍ଠୀୟ ଲୋକ ଥିଲା, ଯାହାର ନାମ ଆଖନ୍। ସେ କର୍ମିର ପୁତ୍ର ଥିଲା ଏବଂ କର୍ମି ଜିମୀର ପୁତ୍ର ଥିଲା। ଯାହା ଧ୍ୱଂସ କରିବାର ଥିଲା, ସେଥିରୁ କିଛି ଆଖନ୍ ରଖିଥିଲା। ଯେଉଁଥିପାଇଁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ଉପରେ କ୍ରୋଧିତ ହେଲେ।


ପେରସଙ୍କର ପୁତ୍ରମାନେ ଥିଲେ ହିଷ୍ରୋଣ୍, ଓ ହାମୂଲ।


ସିମ୍ରିଙ୍କର ପୁତ୍ର ଥିଲେ କାର୍ମି। କାର୍ମିଙ୍କର ପୁତ୍ର ଥିଲେ ଆଖାର। ଏହି ଆଖାର ଇସ୍ରାଏଲ ନିମନ୍ତେ ବହୁତ ଦୁଃଖ ବିପଦକୁ ଡାକି ଆଣିଥିଲେ ଯିଏ କି ଆଖର ଯୁଦ୍ଧରେ ପାଇଥିବା ବସ୍ତୁଗୁଡ଼ିକୁ ନିଜ ପାଖରେ ରଖିଥିଲେ, କିନ୍ତୁ ସେ ସେହି ବସ୍ତୁଗୁଡ଼ିକୁ ପରମେଶ୍ୱରଙ୍କୁ ଦେଇ ଦେବାର ଥିଲା।


ହେ ସଦାପ୍ରଭୁ ପରମେଶ୍ୱର, ତୁମ୍ଭେ ମୋର ପରିତ୍ରାଣକର୍ତ୍ତା। ମୁଁ ଦିନ ଓ ରାତ୍ରି ତୁମ୍ଭ ନିକଟରେ ପ୍ରାର୍ଥନା କରିଅଛି।


Swiv nou:

Piblisite


Piblisite