1 ବଂଶାବଳୀ 2:7 - ପବିତ୍ର ବାଇବଲ7 ସିମ୍ରିଙ୍କର ପୁତ୍ର ଥିଲେ କାର୍ମି। କାର୍ମିଙ୍କର ପୁତ୍ର ଥିଲେ ଆଖାର। ଏହି ଆଖାର ଇସ୍ରାଏଲ ନିମନ୍ତେ ବହୁତ ଦୁଃଖ ବିପଦକୁ ଡାକି ଆଣିଥିଲେ ଯିଏ କି ଆଖର ଯୁଦ୍ଧରେ ପାଇଥିବା ବସ୍ତୁଗୁଡ଼ିକୁ ନିଜ ପାଖରେ ରଖିଥିଲେ, କିନ୍ତୁ ସେ ସେହି ବସ୍ତୁଗୁଡ଼ିକୁ ପରମେଶ୍ୱରଙ୍କୁ ଦେଇ ଦେବାର ଥିଲା। Gade chapit laପବିତ୍ର ବାଇବଲ (Re-edited) - (BSI)7 କମର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟଲଙ୍ଘନ କରିଥିଲା। Gade chapit laଓଡିଆ ବାଇବେଲ7 କର୍ମିର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟ-ଲଙ୍ଘନ କରିଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କର୍ମିର ପୁତ୍ର ଆଖର ଇସ୍ରାଏଲର ଦୁଃଖଦାୟକ ଥିଲା, ସେ ବର୍ଜିତ ଦ୍ରବ୍ୟ ବିଷୟରେ ସତ୍ୟ-ଲଙ୍ଘନ କରିଥିଲା। Gade chapit la |