Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 20:3 - ପବିତ୍ର ବାଇବଲ

3 ଦାଉଦ ରବ୍ବାର ଲୋକମାନଙ୍କୁ ବାହାର କରି ଆଣିଲେ ଓ ସେମାନଙ୍କୁ କରତ, ଶାବଳ ଓ କୁହ୍ରାଡ଼ି ଦ୍ୱାରା କାର୍ଯ୍ୟ କରିବାକୁ ବାଧ୍ୟ କଲେ। ଦାଉଦ ଅମ୍ମୋନୀୟ ଲୋକମାନଙ୍କର ସମସ୍ତ ନଗରଗୁଡ଼ିକରେ ସେହି ପ୍ରକାର କଲେ। ଏହା ପରେ ଦାଉଦ ଓ ସମସ୍ତ ସୈନ୍ୟବାହିନୀ ଯିରୁଶାଲମକୁ ଫେରିଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ଵାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।

Gade chapit la Kopi

ଓଡିଆ ବାଇବେଲ

3 ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ୱାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆହୁରି, ସେ ତନ୍ମଧ୍ୟବର୍ତ୍ତୀ ଲୋକମାନଙ୍କୁ ବାହାର କରି ଆଣି କରତ ଓ ଲୁହାର ମଇ ଓ କୁହ୍ରାଡ଼ି ଦ୍ୱାରା ଛେଦନ କଲେ। ଏହି ପ୍ରକାରେ ଦାଉଦ ଅମ୍ମୋନ-ସନ୍ତାନଗଣର ସମୁଦାୟ ନଗର ପ୍ରତି କଲେ। ଏଉତ୍ତାରେ ଦାଉଦ ଓ ସମସ୍ତ ଲୋକ ଯିରୂଶାଲମକୁ ଫେରି ଆସିଲେ।

Gade chapit la Kopi




1 ବଂଶାବଳୀ 20:3
9 Referans Kwoze  

ଇସ୍ରାଏଲୀୟମାନେ ସେମାନଙ୍କୁ ବିନାଶ କରିବାକୁ କ୍ଷମ ହୋଇ ନ ଥିଲେ। ମାତ୍ର ଶଲୋମନ ସେମାନଙ୍କୁ ବେଠିକର୍ମ କରିବାକୁ ଦାସରୂପେ ସଂଗ୍ରହ କଲେ। ଅବଧି ସେମାନେ ଦାସ ହୋଇ ରହିଛନ୍ତି।


ସେ ସହରର ଲୋକମାନଙ୍କୁ ବାହାର କରି ଆଣି ସେମାନଙ୍କୁ କରତ ଓ ଲୁହାମଇ ଓ ଲୁହା କୁହ୍ରାଡ଼ି ଦ୍ୱାରା କଠିନ କାର୍ଯ୍ୟ କରାଇ ଦଣ୍ତ ଦେଲେ ଓ ସେମାନଙ୍କୁ ଇଟା ତିଆରି କରାଇଲେ। ସେ ଅମ୍ମୋନୀୟମାନଙ୍କ ସମୁଦାୟ ନଗର ପ୍ରତି ଏପରି କଲେ। ଏହା ପରେ ଦାଉଦ ଓ ସମସ୍ତ ଲୋକ ଯିରୁଶାଲମକୁ ଫେରି ଆସିଲେ।


ଏଥିନିମନ୍ତେ ତୁମ୍ଭେମାନେ ଶାପଗ୍ରସ୍ତ ହେଲ। ତୁମ୍ଭେମାନେ ମୋର ପରମେଶ୍ୱରଙ୍କ ଗୃହର କାଠ ‌‌କଟାଳୀ ଓ ଜଳ ‌‌କଢ଼ାଳୀ ହୋଇ ସବୁଦିନ ପାଇଁ ରହିବ।”


ମିଶରୀୟମାନେ ଇସ୍ରାଏଲୀୟମାନଙ୍କର ଜୀବନ ଦୁର୍ବିସହ କଲେ। ସେମାନେ ସେମାନଙ୍କୁ କାଦୁଅ ଓ ଇଟା ତିଆରି କରିବା ପାଇଁ ବାଧ୍ୟ କଲେ। ସେମାନଙ୍କୁ ମଧ୍ୟ ବିଲରେ କଠିନ ପରିଶ୍ରମ କରାଇଲେ। ସେମାନେ ପ୍ରତ୍ୟେକ କ୍ଷେତ୍ରରେ ସେମାନଙ୍କୁ ଅଧିକ ପରିଶ୍ରମ କରିବାକୁ ବାଧ୍ୟ କଲେ।


ସେମାନଙ୍କୁ ପଥର ମାରି ଦିଆ ହେଲା, ଓ କରତରେ ଦୁଇଫାଳ କରି ଚିରି ଦିଆ ହେଲା। କେତେକଙ୍କୁ ଖ‌‌ଡ଼୍‌ଗଦ୍ୱାରା ମାରି ଦିଆ ହେଲା। ସେମାନଙ୍କ ଭିତରୁ କେତେ ଜଣ ମେଷ ଓ ଛେଳିର ଚମଡ଼ା ପିନ୍ଧିଲେ। ସେମାନେ ଗରିବ ଥିଲେ, ନିର୍ଯ୍ୟାତିତ ହେଲେ, ଓ ଅନ୍ୟମାନଙ୍କ ଦ୍ୱାରା ମନ୍ଦ ବ୍ୟବହାର ପାଇଲେ।


Swiv nou:

Piblisite


Piblisite