Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 20:6 - ପବିତ୍ର ବାଇବଲ

6 ଗାଥ୍ ସହରରେ ପୁଣି ଏକ ଯୁଦ୍ଧ ହେଲା। ସେଠାରେ ଜଣେ ବିରାଟକାୟ ଲୋକ ଥିଲା, ଯାହାର ପ୍ରତ୍ୟେକ ହାତରେ ଛଅଟି ଅଙ୍ଗୁଳି ଓ ପ୍ରତ୍ୟେକ ପାଦରେ ମଧ୍ୟ ଛଅଟି ଅଙ୍ଗୁଳି ଥିଲା। ସେ ମଧ୍ୟ ଜଣେ ଦୈତ୍ୟପୁତ୍ର ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଏଉତ୍ତାରେ ପୁନର୍ବାର ଗାଥ୍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ-ବଂଶଜାତ।

Gade chapit la Kopi

ଓଡିଆ ବାଇବେଲ

6 ଏଉତ୍ତାରେ ପୁନର୍ବାର ଗାଥ୍‍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ-ବଂଶଜାତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଏଉତ୍ତାରେ ପୁନର୍ବାର ଗାଥ୍‍ ନଗରରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ; ପୁଣି, ପ୍ରତି ହସ୍ତ ଓ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳିବିଶିଷ୍ଟ ଏକ ଜଣ ଥିଲା; ସେ ମଧ୍ୟ ଦୀର୍ଘକାୟ ବଂଶଜାତ।

Gade chapit la Kopi




1 ବଂଶାବଳୀ 20:6
4 Referans Kwoze  

ଏହା ପରେ ପୁଣି ଥରେ ଗାଥ୍‌ରେ ଯୁଦ୍ଧ ହେଲା, ସେଠାରେ ଅତି ଦୀର୍ଘକାୟ ପୁଣି ପ୍ରତି ହସ୍ତ ପାଦରେ ଛଅ ଛଅ ଅଙ୍ଗୁଳି, ସର୍ବସୁଦ୍ଧା ଚବିଶ ଅଙ୍ଗୁଳି ବିଶିଷ୍ଟ ଏକ ଜଣ ଥିଲା। ସେ ମଧ୍ୟ ଦୀର୍ଘକାୟ ବଂଶଜାତ।


ସେ ସମୟ ଇ‌ଶ୍‌ବୀବନୋବ୍ ନାମରେ ତିନିଶ ଶେକଲ ପରିମିତି ପିତ୍ତଳମୟ ବର୍ଚ୍ଛାଧାରୀ ଦୀର୍ଘକାୟ ବଂଶ ଜାତ ଜଣେ ନୂତନ ‌‌ଖ‌ଡ଼୍‌ଗରେ ସସଜ୍ଜ ହୋଇ ଦାଉଦଙ୍କୁ ହତ୍ୟା କରିବାକୁ ଚେଷ୍ଟା କଲା।


ଆଉ ଏକ ସମୟରେ ଇସ୍ରାଏଲର ଲୋକମାନେ ପଲେଷ୍ଟୀୟ ଲୋକମାନଙ୍କ ସହିତ ଆଉଥରେ ଯୁଦ୍ଧ କଲେ। ଯାୟୀରଙ୍କ ପୁତ୍ର ଇଲହାନନ୍ ଲହମି କି ବଧ କଲେ। ଲହମି ଗଲିୟାତର ଭ୍ରାତା ଥିଲେ। ଗଲିୟାତ ଗାଥ୍ ସହରବାସୀ ଥିଲେ। ଲହମିଙ୍କ ବର୍ଚ୍ଛା ବହୁତ ବଡ଼ ଓ ଭାରୀ ଥିଲା। ତାହା ଗୋଟିଏ ଲୁଗାତନ୍ତ ଉପରେ ଲାଗିଥିବା ବିରାଟ ଖମ୍ବ ସଦୃଶ ଥିଲା।


ସେହି ଲୋକ ଇସ୍ରାଏଲକୁ ବିଦ୍ରୂପ କରିବାରୁ ଯୋନାଥନ ତାହାକୁ ବଧ କଲେ। ଯୋନାଥନ ଶିମିୟିଙ୍କ ପୁତ୍ର ଥିଲେ। ଶିମିୟି ଦାଉଦଙ୍କ ଭ୍ରାତା ଥିଲେ।


Swiv nou:

Piblisite


Piblisite