Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 21:14 - ପବିତ୍ର ବାଇବଲ

14 ତେଣୁ ସଦାପ୍ରଭୁ ଇସ୍ରାଏଲ ମଧ୍ୟକୁ ଭୟଙ୍କର ବ୍ୟାଧି ପ୍ରେରଣ କଲେ ଏବଂ 70,000 ଲୋକ ମୃତ୍ୟୁବରଣ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମାରା ପଡ଼ିଲେ।

Gade chapit la Kopi

ଓଡିଆ ବାଇବେଲ

14 ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହୁଁ ସଦାପ୍ରଭୁ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଇସ୍ରାଏଲ ମଧ୍ୟରୁ ସତୁରି ହଜାର ଲୋକ ମଲେ।

Gade chapit la Kopi




1 ବଂଶାବଳୀ 21:14
7 Referans Kwoze  

ସରୁୟାଙ୍କ ପୁତ୍ର ଯୋୟାବ୍ ଲୋକମାନଙ୍କୁ ଗଣିବା ଆରମ୍ଭ କଲେ, ମାତ୍ର ଶେଷ କରି ପାରିଲେ ନାହିଁ। ପରମେଶ୍ୱର ଇସ୍ରାଏଲର ଲୋକଙ୍କ ପ୍ରତି କ୍ରୋଧାନ୍ୱିତ ହୋଇଉଠିଲେ। ସେଥିନିମନ୍ତେ “ରାଜା ଦାଉଦଙ୍କ ଇତିହାସ ପୁସ୍ତକରେ” ଲୋକମାନଙ୍କ ସଂଖ୍ୟା ଲେଖାଯାଇ ନାହିଁ।


ଅନନ୍ତର ସେହି ରାତ୍ରିରେ ସଦାପ୍ରଭୁଙ୍କ ଦୂତ ଅଶୂରୀୟମାନଙ୍କର ଛାଉଣିରେ 185,000 ଲୋକ ସଂହାର କଲେ। ଅବଶିଷ୍ଟ ସୈନ୍ୟମାନେ ପ୍ରଭାତରେ ମୃତ ଶରୀର ଦେଖିଲେ।


ତେଣୁ ସଦାପ୍ରଭୁ ଇସ୍ରାଏଲକୁ ମହାମାରୀ ପଠାଇଲେ। ଏହି ପ୍ରତ୍ୟୁଷରୁ ଆରମ୍ଭ ହୋଇ ନିର୍ଦ୍ଧିଷ୍ଟ ସମୟ ପର୍ଯ୍ୟନ୍ତ ଗ୍ଭଲୁ ରହିଲା। ତେଣୁ ଦା‌ନ୍‌ଠାରୁ ବେ‌ର୍‌ଶେବା ପର୍ଯ୍ୟନ୍ତ 70,000 ଲୋକ ମୃତ୍ୟୁବରଣ କଲେ।


ବୈ‌ଥ୍‌-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକକୁ ଅନାଇବାରୁ ସେ ସେମାନଙ୍କୁ ହତ୍ୟା କଲେ, ବୈଥ୍-ଶେମଶର ଲୋକମାନଙ୍କ ମଧ୍ୟରୁ ସତୁରି ଜଣ ହତ୍ୟା ହେଲେ। ପୁଣି ପରମେଶ୍ୱର ସେମାନଙ୍କୁ ଭୟଙ୍କର ଭାବରେ ଦଣ୍ତିତ କରିଥିବାର ଲୋକମାନେ ବିଳାପ କଲେ।


ତଥାପି ଏହି ମହାମାରୀରେ 24,000 ଲୋକ ମରିଥିଲେ।


ସେହି ରାତ୍ରରେ ମିଶରର ପ୍ରତ୍ୟେକ ଗୃହରୁ ଜଣେ ଜଣେ ମରିଥିଲେ। ଫାରୋ ତାଙ୍କର କର୍ମଗ୍ଭରୀ ଓ ସେ ଦେଶର ସମସ୍ତ ଲୋକ କ୍ରନ୍ଦନ କରିବାକୁ ଲାଗିଲେ।


Swiv nou:

Piblisite


Piblisite