1 ବଂଶାବଳୀ 21:15 - ପବିତ୍ର ବାଇବଲ15 ଯିରୁଶାଲମକୁ ବିନଷ୍ଟ କରିବା ନିମନ୍ତେ ପରମେଶ୍ୱର ଜଣେ ସ୍ୱର୍ଗଦୂତଙ୍କୁ ପ୍ରେରଣ କଲେ। କିନ୍ତୁ ସ୍ୱର୍ଗଦୂତ ଯେତେବେଳେ ଯିରୁଶାଲମକୁ ବିନାଶ କରିବାକୁ ଆରମ୍ଭ କଲେ, ସଦାପ୍ରଭୁ ତାହା ଦେଖି ଦୁଃଖିତ ହେଲେ। ତେଣୁ ସଦାପ୍ରଭୁ ଯିରୁଶାଲମକୁ ବିନଷ୍ଟ ନ କରିବା ନିମନ୍ତେ ସ୍ଥିର କଲେ। ବିନାଶ କାର୍ଯ୍ୟ ସାଧନ କରୁଥିବା ସ୍ୱର୍ଗଦୂତଙ୍କୁ ସଦାପ୍ରଭୁ କହିଲେ, “ବନ୍ଦ କର! ଯଥେଷ୍ଟ ହେଲା!” ସେହି ସମୟରେ ସଦାପ୍ରଭୁଙ୍କ ଦୂତ ଯିବୂଷୀୟ ଅରଣନରରେ ଛିଡ଼ା ହୋଇଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)15 ଏଉତ୍ତାରେ ପରମେଶ୍ଵର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର। ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା। Gade chapit laଓଡିଆ ବାଇବେଲ15 ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା ! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଉତ୍ତାରେ ପରମେଶ୍ୱର ଯିରୂଶାଲମ ବିନାଶ କରିବା ପାଇଁ ସେଠାକୁ ଦୂତ ପଠାଇଲେ; ଆଉ ସେ ବିନାଶ କରିବାକୁ ଉଦ୍ୟତ ହେବା ସମୟରେ ସଦାପ୍ରଭୁ ଦୃଷ୍ଟିପାତ କଲେ ଓ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା! ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ତେବେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରଣନର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଠିଆ ହେଲା। Gade chapit la |
ଯୂନସ ସଦାପ୍ରଭୁଙ୍କ ନିକଟରେ ଅଭିଯୋଗ କରି କହିଲେ, “ମୁଁ ଜାଣିଥିଲି ଏହା ହିଁ ଘଟିବ। ମୁଁ ମୋ’ ନିଜ ଦେଶରେ ଥିଲା ବେଳେ ତୁମ୍ଭେ ମୋତେ ସେଠାକୁ ଡାକିଥିଲ। ସେତେବେଳେ ମୁଁ ଜାଣିଥିଲି ଯେ ତୁମ୍ଭେ ସେହି କୁନଗରୀର ଲୋକମାନଙ୍କୁ କ୍ଷମା ଦେବ। ତେଣୁ ମୁଁ ତର୍ଶୀଶକୁ ଗ୍ଭଲି ଯିବାକୁ ସ୍ଥିର କଲି। ମୁଁ ଜାଣିଥିଲି ତୁମ୍ଭେ ଜଣେ ଦୟାଳୁ ପ୍ରଭୁ। ମୁଁ ଜାଣିଥିଲି ତୁମେ ଦୟା ଦେଖାଇ ଲୋକମାନଙ୍କୁ ଦଣ୍ତ ଦେବ ନାହିଁ। ମୁଁ ଜାଣିଥିଲି ତୁମ୍ଭେ ଦୟାରେ ପରିପୂର୍ଣ୍ଣ। ଯଦି ଏହି ଲୋକମାନେ ପାପ କରିବା ବନ୍ଦ କରନ୍ତି ତେବେ ତୁମ୍ଭେ ଧ୍ୱଂସ କରିବ ନାହିଁ ବୋଲି ମୁଁ ଜାଣିଥିଲି।