Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 21:19 - ପବିତ୍ର ବାଇବଲ

19 ଗାଦ୍ ଏହିସବୁ ବିଷୟ ଦାଉଦଙ୍କୁ କହିଲେ ଓ ଦାଉଦ ଅରଣନର ଶସ୍ୟଦଳିବା ସ୍ଥାନକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍ର ବାକ୍ୟାନୁସାରେ ଦାଉଦ ଗଲେ।

Gade chapit la Kopi

ଓଡିଆ ବାଇବେଲ

19 ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍‍ର ବାକ୍ୟାନୁସାରେ ଦାଉଦ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତହୁଁ ସଦାପ୍ରଭୁଙ୍କ ନାମରେ କଥିତ ଗାଦ୍‍ର ବାକ୍ୟାନୁସାରେ ଦାଉଦ ଗଲେ।

Gade chapit la Kopi




1 ବଂଶାବଳୀ 21:19
5 Referans Kwoze  

ଏବେ ଉଠ ଓ ନଗରକୁ ଯାଅ। ସେଠାରେ ତୁମ୍ଭକୁ କ’ଣ କରିବାକୁ ହେବ, ତାହା ତୁମ୍ଭକୁ ଜଣେ କହିବେ।”


ଯୀଶୁଙ୍କର ମା ସେବକମାନଙ୍କୁ କହିଲେ, “ଯୀଶୁ ତୁମ୍ଭମାନଙ୍କୁ ଯେପରି କହନ୍ତି, ତୁମ୍ଭେମାନେ ସେହିପରି କର।”


ଏହା ପରେ ସଦାପ୍ରଭୁଙ୍କର ଦୂତ ଗା‌ଦ୍‌କୁ କଥା କହିଲେ। ସେ କହିଲେ, “ସଦାପ୍ରଭୁଙ୍କ ଉପାସନା କରିବା ନିମନ୍ତେ ଦାଉଦଙ୍କୁ ଏକ ଯଜ୍ଞବେଦି ନିର୍ମାଣ କରିବାକୁ କୁହ। ଦାଉଦକୁ ଯିବୂଷୀୟ ଅରଣନର ଶସ୍ୟଦଳିବା ସ୍ଥାନ ନିକଟରେ ଏକ ଯଜ୍ଞବେଦି ନିର୍ମାଣ କରିବାକୁ ପଡ଼ିବ।”


ଅରଣନ୍ ଗହମ ଦଳୁଥିଲେ। ଅରଣନ୍ ବୁଲି ପଡ଼ିଲେ ଓ ସ୍ୱର୍ଗଦୂତଙ୍କୁ ଦେଖିଲେ। ଅରଣ‌ନଙ୍କ ଗ୍ଭରି ପୁତ୍ର ଲୁଚିବା ନିମନ୍ତେ ଦୌଡ଼ିଗଲେ।


Swiv nou:

Piblisite


Piblisite