1 ବଂଶାବଳୀ 21:2 - ପବିତ୍ର ବାଇବଲ2 ତେଣୁ ଦାଉଦ ଯୋୟାବ ଓ ଲୋକମାନଙ୍କର ନେତାମାନଙ୍କୁ କହିଲେ, “ଯାଅ, ଓ ଇସ୍ରାଏଲର ସମସ୍ତ ଲୋକଙ୍କୁ ଗଣନା କର। ବେର୍ଶେବା ସହରଠାରୁ ଦାନ ସହର ପର୍ଯ୍ୟନ୍ତ ଦେଶରେ ଥିବା ପ୍ରତ୍ୟେକ ଜଣକୁ ଗଣନା କର। ଏହା ପରେ ଆସି ମୋତେ ସତ୍ୟ କୁହ, ତେବେ ଦେଶର ଲୋକସଂଖ୍ୟା କେତେ, ତାହା ମୁଁ ଜାଣି ପାରିବି।” Gade chapit laପବିତ୍ର ବାଇବଲ (Re-edited) - (BSI)2 ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, ଯାଅ, ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋʼ ନିକଟକୁ ସମ୍ଵାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି। Gade chapit laଓଡିଆ ବାଇବେଲ2 ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, ଯାଅ, ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋ’ ନିକଟକୁ ସମ୍ବାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତହିଁରେ ଦାଉଦ ଯୋୟାବକୁ ଓ ଲୋକମାନଙ୍କ ଅଧିପତିମାନଙ୍କୁ କହିଲେ, “ଯାଅ, ବେର୍ଶେବାଠାରୁ ଦାନ୍ ପର୍ଯ୍ୟନ୍ତ ଇସ୍ରାଏଲକୁ ଗଣନା କରି ମୋʼ ନିକଟକୁ ସମ୍ବାଦ ଆଣ, ତହିଁରେ ମୁଁ ସେମାନଙ୍କର ସଂଖ୍ୟା ଜାଣିବି।” Gade chapit la |
ତେଣୁ ସେମାନେ ବେର୍ଶେବା ସହରଠାରୁ ଦାନ୍ ସହର ପର୍ଯ୍ୟନ୍ତ ଇସ୍ରାଏଲର ପ୍ରତ୍ୟେକ ସ୍ଥାନରେ ଏହା ଘୋଷଣା କଲେ। ସେମାନେ ଲୋକମାନଙ୍କୁ ଇସ୍ରାଏଲର ସଦାପ୍ରଭୁ ପରମେଶ୍ୱରଙ୍କ ନିମନ୍ତେ ନିସ୍ତାରପର୍ବ ପାଳନ କରିବା ପାଇଁ ଯିରୁଶାଲମକୁ ଆସିବାକୁ କହିଲେ। ମୋଶାଙ୍କ ଦତ୍ତ ବ୍ୟବସ୍ଥା ନିୟମରେ ଯେଉଁ ପ୍ରକାର ଭାବେ ନିସ୍ତାରପର୍ବ ପାଳନ କରିବାକୁ କୁହାଯାଇଅଛି, ସେ ପ୍ରକାର ଭାବେ ଇସ୍ରାଏଲର ବହୁତ ସଂଖ୍ୟକ ଲୋକ ଅନେକ ବର୍ଷ ଧରି ପାଳନ କରି ନ ଥିଲେ।