Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 21:21 - ପବିତ୍ର ବାଇବଲ

21 ଦାଉଦ ଅରଣ‌ନଙ୍କ ନିକଟକୁ ଗଲେ। ଅରଣନ୍ ତାଙ୍କୁ ଦେଖି ଶସ୍ୟଦଳିବା ସ୍ଥାନରୁ ଉଠି ଆସି ଦାଉଦଙ୍କ ନିକଟକୁ ଗଲେ ଓ ଭୂମି ଆଡ଼କୁ ମୁହଁ କରି ମଥାନତ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ ଦାଉଦ ଅରଣନ ନିକଟକୁ ଆସୁ ଆସୁ ଅରଣନ ଅନାଇ ଦାଉଦଙ୍କୁ ଦେଖନ୍ତେ, ଶସ୍ୟମର୍ଦ୍ଦନ ସ୍ଥାନରୁ ବାହାରି ଆସି ଦାଉଦଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।

Gade chapit la Kopi

ଓଡିଆ ବାଇବେଲ

21 ଆଉ ଦାଉଦ ଅରଣନ ନିକଟକୁ ଆସୁ ଆସୁ ଅରଣନ ଅନାଇ ଦାଉଦଙ୍କୁ ଦେଖନ୍ତେ, ଶସ୍ୟମର୍ଦ୍ଦନ ସ୍ଥାନରୁ ବାହାରି ଆସି ଦାଉଦଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ଦାଉଦ ଅରଣନ ନିକଟକୁ ଆସୁ ଆସୁ ଅରଣନ ଅନାଇ ଦାଉଦଙ୍କୁ ଦେଖନ୍ତେ, ଶସ୍ୟମର୍ଦ୍ଦନ ସ୍ଥାନରୁ ବାହାରି ଆସି ଦାଉଦଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା।

Gade chapit la Kopi




1 ବଂଶାବଳୀ 21:21
6 Referans Kwoze  

ଠିକ୍ ସେହି ସମୟରେ ଅବୀଗଲ ପହଞ୍ଚିଗଲା, ଯେତେବେଳେ ଅବୀଗଲ ଦାଉଦଙ୍କୁ ଦେଖିଲା, ସେ ସଙ୍ଗେ ସଙ୍ଗେ ଗଧ ପିଠିରୁ ଓହ୍ଲାଇ ପଡ଼ି ନତମସ୍ତକ ହୋଇ ଦାଉଦ ସମ୍ମୁଖରେ ସମ୍ମାନ ଜଣାଇଲା।


ଏହା ପରେ ସେମାନେ ଯର୍ଦ୍ଦନପାରସ୍ଥ ଆଟଦର ଖଳାରେ ଉପସ୍ଥିତ ହୁଅନ୍ତେ ସେଠାରେ ମହାବିଳାପ କରି ରୋଦନ କଲେ। ସେମାନେ ସେଠାରେ ଯୋଷେଫଙ୍କ ପିତାଙ୍କ ପାଇଁ ସାତ ଦିନ ଶୋକ କଲେ।


ଅରଣନ୍ ଗହମ ଦଳୁଥିଲେ। ଅରଣନ୍ ବୁଲି ପଡ଼ିଲେ ଓ ସ୍ୱର୍ଗଦୂତଙ୍କୁ ଦେଖିଲେ। ଅରଣ‌ନଙ୍କ ଗ୍ଭରି ପୁତ୍ର ଲୁଚିବା ନିମନ୍ତେ ଦୌଡ଼ିଗଲେ।


ଦାଉଦ ଅରଣ‌ନଙ୍କୁ କହିଲେ, “ତୁମ୍ଭର ଶସ୍ୟଦଳିବା ସ୍ଥାନକୁ ମୋତେ ବିକ୍ରୀ କର। ମୁଁ ତୁମ୍ଭକୁ ତାହାର ସମ୍ପୂର୍ଣ୍ଣ ମୂଲ୍ୟ ଦେବି। ତେବେ ମୁଁ ସଦାପ୍ରଭୁଙ୍କ ନିମନ୍ତେ ଏକ ଯଜ୍ଞବେଦି ନିର୍ମାଣ କରିବି। ଆଉ ତା'ପରେ ଏହି ମହାମାରୀ ଦୂର ହେବ।”


ମାନୋହ ଏବଂ ତାଙ୍କର ସ୍ତ୍ରୀ କ’ଣ ସବୁ ଘଟୁଛି ତାହା ଦେଖୁଥା’ନ୍ତି। ଯେତେବେଳେ ଅଗ୍ନିଶିଖା ଯଜ୍ଞବେଦିରୁ ଆକାଶକୁ ଉଠିଲା, ସେତେବେଳେ ସଦାପ୍ରଭୁଙ୍କ ଦୂତ ଅଗ୍ନି ସହିତ ସ୍ୱର୍ଗକୁ ଗ୍ଭଲିଗଲେ। ଏହା ପରେ ସେହି ଦମ୍ପତ୍ତି ଭୂମିରେ ପଡ଼ିଗଲେ।


Swiv nou:

Piblisite


Piblisite