Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 21:25 - ପବିତ୍ର ବାଇବଲ

25 ତେଣୁ ଦାଉଦ ଅରଣ‌ନଙ୍କୁ ସେହି ସ୍ଥାନ ନିମନ୍ତେ ଦାଉଦଙ୍କୁ ପ୍ରାୟ 600 ଶେକଲ ସୁନା ଦେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ।

Gade chapit la Kopi

ଓଡିଆ ବାଇବେଲ

25 ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ତହୁଁ ଦାଉଦ ସେହି ସ୍ଥାନ ନିମନ୍ତେ ଛଅ ଶହ ଶେକଲ ସୁନା ତୌଲ କରି ଅରଣନକୁ ଦେଲେ।

Gade chapit la Kopi




1 ବଂଶାବଳୀ 21:25
2 Referans Kwoze  

କିନ୍ତୁ ରାଜା ଦାଉଦ ଅରଣ‌ନଙ୍କୁ ଉତ୍ତର ଦେଲେ, “ନା, ମୁଁ ତୁମ୍ଭକୁ ସମ୍ପୂର୍ଣ୍ଣ ମୂଲ୍ୟ ଦେବି। ମୁଁ ତୁମ୍ଭଠାରୁ କିଛି ନେଇ ସଦାପ୍ରଭୁଙ୍କୁ ଦେବି ନାହିଁ। ମୁଁ ବିନା ମୂଲ୍ୟରେ ନୈବେଦ୍ୟ ଉତ୍ସର୍ଗ କରିବି ନାହିଁ।”


Swiv nou:

Piblisite


Piblisite