Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 21:4 - ପବିତ୍ର ବାଇବଲ

4 କିନ୍ତୁ ଦାଉଦ ନିଜ ଜି‌ଦ୍‌ରେ ଅଟଳ ରହିଲେ। ରାଜା ଯାହା ଆଦେଶ ଦେଲେ, ଯୋୟାବଙ୍କୁ ତାହା କରିବାକୁ ପଡ଼ିଲା। ତେଣୁ ଯୋୟାବ ଗଲେ ଓ ଇସ୍ରାଏଲର ସାରା ଦେଶ ମଧ୍ୟରେ ଲୋକମାନଙ୍କୁ ଗଣିଲେ। ଏହା ପରେ ଯୋୟାବ ଯିରୁଶାଲମକୁ ଫେରି ଆସିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା।

Gade chapit la Kopi

ଓଡିଆ ବାଇବେଲ

4 ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତଥାପି ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ପ୍ରବଳ ହେଲା। ଏହେତୁ ଯୋୟାବ ପ୍ରସ୍ଥାନ କରି ସମୁଦାୟ ଇସ୍ରାଏଲ ମଧ୍ୟରେ ଭ୍ରମଣ କରି ଯିରୂଶାଲମରେ ଉପସ୍ଥିତ ହେଲା।

Gade chapit la Kopi




1 ବଂଶାବଳୀ 21:4
7 Referans Kwoze  

ପିତର ଓ ଅନ୍ୟ ପ୍ରେରିତମାନେ ଉତ୍ତର ଦେଲେ, “ଆମ୍ଭେମାନେ ମନୁଷ୍ୟମାନଙ୍କ ଆଜ୍ଞା ଅପେକ୍ଷା ପରମେଶ୍ୱରଙ୍କ ଆଜ୍ଞା ନିଶ୍ଚୟ ମାନିବୁ।


ଆଉ ଏପରିକି ପରମେଶ୍ୱର ଯଦି ଆମ୍ଭମାନଙ୍କୁ ରକ୍ଷା କରିବାକୁ ନ ଆସନ୍ତି ତଥାପି ଆମ୍ଭେମାନେ ଆପଣଙ୍କ ଦେବତାଗଣର ପୂଜା କରିବୁ ନାହିଁ କି ଆପଣଙ୍କ ସୁବର୍ଣ୍ଣ ପ୍ରତିମାକୁ ପ୍ରଣାମ କରିବୁ ନାହିଁ।”


ରାଜାଙ୍କର ଆଦେଶ ଦେବା ପାଇଁ କ୍ଷମତା ଅଛି। କ’ଣ କରିବାକୁ ହେବ, ତାଙ୍କୁ କେହି କହିପାରିବେ ନାହିଁ।


ମାତ୍ର ସେହି ଧାତ୍ରୀମାନେ ପରମେଶ୍ୱରଙ୍କୁ ବିଶ୍ୱାସ କରୁଥିବାରୁ, ରାଜାଙ୍କ ଆଜ୍ଞା ମାନି ନ ଥିଲେ। ସେମାନେ ପୁତ୍ର ସନ୍ତାନକୁ ଜୀବିତ ରଖିଲେ।


କିନ୍ତୁ ଯୋୟାବ ଉତ୍ତର ଦେଲେ, “ସଦାପ୍ରଭୁ ତାଙ୍କର ଦେଶକୁ 100 ଗୁଣ ବର୍ଦ୍ଧିତ କରନ୍ତୁ। ମହୋଦୟ, ସମଗ୍ର ଇସ୍ରାଏଲର ଲୋକ ଆପଣଙ୍କ ଦାସ ଅଟନ୍ତି।” ହେ ମୋର ମହାଶୟ ଓ ରାଜା, ଆପଣ କାହିଁକି ଏହା କରିବାକୁ ଇଚ୍ଛା କରୁଅଛନ୍ତି? ଏହା ଦ୍ୱାରା ଆପଣ ଇସ୍ରାଏଲର ଲୋକମାନଙ୍କୁ ପାପ ଦୋଷରେ ଦୋଷୀ କରାଇବେ।”


ଓ ଦାଉଦଙ୍କୁ ଲୋକମାନଙ୍କର ସଂଖ୍ୟା ଜଣାଇଲେ। ଇସ୍ରାଏଲ ମଧ୍ୟରେ ‌‌ଖ‌ଡ଼୍‌ଗ ବ୍ୟବହାର କରୁଥିବା 1,100,000 ଜଣ ଲୋକ ଥିଲେ। ଯିହୁଦାରେ ‌‌ଖ‌ଡ଼୍‌ଗ ବ୍ୟବହାର କରୁଥିବା 470,000 ଜଣ ଲୋକ ଥିଲେ।


Swiv nou:

Piblisite


Piblisite