Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 21:6 - ପବିତ୍ର ବାଇବଲ

6 ଯୋୟାବ ଲେବୀ ଓ ବିନ୍ୟାମୀନ ଗୋଷ୍ଠୀର ଲୋକଙ୍କୁ ଗଣନା କରି ନ ଥିଲେ। କାରଣ ରାଜାଙ୍କର ଆଦେଶ ତାଙ୍କୁ ଅପ୍ରୀତିକର ଲାଗୁଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ମାତ୍ର ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା।

Gade chapit la Kopi

ଓଡିଆ ବାଇବେଲ

6 ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ମାତ୍ର, ସେ ସେମାନଙ୍କ ମଧ୍ୟରେ ଲେବୀ ଓ ବିନ୍ୟାମୀନ୍-ଲୋକମାନଙ୍କୁ ଗଣନା କଲା ନାହିଁ; କାରଣ, ଯୋୟାବ ପ୍ରତି ରାଜାଙ୍କର ବାକ୍ୟ ଘୃଣାଯୋଗ୍ୟ ଥିଲା।

Gade chapit la Kopi




1 ବଂଶାବଳୀ 21:6
6 Referans Kwoze  

ସରୁୟାଙ୍କ ପୁତ୍ର ଯୋୟାବ୍ ଲୋକମାନଙ୍କୁ ଗଣିବା ଆରମ୍ଭ କଲେ, ମାତ୍ର ଶେଷ କରି ପାରିଲେ ନାହିଁ। ପରମେଶ୍ୱର ଇସ୍ରାଏଲର ଲୋକଙ୍କ ପ୍ରତି କ୍ରୋଧାନ୍ୱିତ ହୋଇଉଠିଲେ। ସେଥିନିମନ୍ତେ “ରାଜା ଦାଉଦଙ୍କ ଇତିହାସ ପୁସ୍ତକରେ” ଲୋକମାନଙ୍କ ସଂଖ୍ୟା ଲେଖାଯାଇ ନାହିଁ।


ଯେତେବେଳେ ଅ‌‌ବ୍‌‌ନର‌ ହିବ୍ରୋଣଠାରେ ପହଞ୍ଚିଲେ। ଯୋୟାବ ତାଙ୍କ ସହିତ ନିରୋଳାରେ କଥାବାର୍ତ୍ତା ପାଇଁ ତାଙ୍କୁ ନଗର ଦ୍ୱାର ଭିତରକୁ ନେଇଗଲେ। ଏବଂ ଯୋୟାବ ଅ‌‌ବ୍‌‌ନର‌କୁ ସେହିଠାରେ ତାଙ୍କ ପେଟରେ ‌‌ଖ‌ଡ଼୍‌ଗ ଭୂଷି ମାରି ଦେଲେ। ଅ‌‌ବ୍‌‌ନର‌ ଯୋୟାବର ଭାଇ ଅସାହେ‌ଲ୍‌କୁ ହତ୍ୟା କରିଥିଲେ। ତେଣୁ ଯୋୟାବ ଅ‌‌ବ୍‌‌ନର‌କୁ ହତ୍ୟା କଲେ।


ଦାଉଦ ପରମେଶ୍ୱରଙ୍କ ଦୃଷ୍ଟିରେ ଏକ ମନ୍ଦକର୍ମ କଲେ। ତେଣୁ ପରମେଶ୍ୱର ଇସ୍ରାଏଲକୁ ଦଣ୍ଡ ଦେଲେ।


Swiv nou:

Piblisite


Piblisite