1 ବଂଶାବଳୀ 22:7 - ପବିତ୍ର ବାଇବଲ7 ଦାଉଦ ଶଲୋମନଙ୍କୁ କହିଲେ, “ମୋର ପୁତ୍ର, ମୁଁ ମୋର ପରମେଶ୍ୱର ସଦାପ୍ରଭୁଙ୍କ ନାମ ନିମନ୍ତେ ଏକ ମନ୍ଦିର ନିର୍ମାଣ କରିବାକୁ ଇଚ୍ଛା କରିଥିଲି। Gade chapit laପବିତ୍ର ବାଇବଲ (Re-edited) - (BSI)7 ଆଉ ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, ସଦାପ୍ରଭୁ ଆମ୍ଭ ପରମେଶ୍ଵରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା। Gade chapit laଓଡିଆ ବାଇବେଲ7 ଆଉ, ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଆଉ, ଦାଉଦ ଆପଣା ପୁତ୍ର ଶଲୋମନଙ୍କୁ କହିଲେ, “ସଦାପ୍ରଭୁ ଆମ୍ଭ ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବା ମୋହର ମନସ୍ଥ ଥିଲା। Gade chapit la |
ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନାମକୁ ସମ୍ମାନ ଦେବା ନିମନ୍ତେ ମୁଁ ଏକ ମନ୍ଦିର ନିର୍ମାଣ କରିବି। ମନ୍ଦିରରେ ଆମ୍ଭେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପ ଜଳାଇବୁ ଏବଂ ବିଶେଷ ମେଜ ଉପରେ ପବିତ୍ର ରୋଟୀ ସବୁବେଳେ ଅର୍ପଣ କରିବୁ। ଆମ୍ଭେମାନେ ପ୍ରତ୍ୟେକ ସକାଳ ଏବଂ ସନ୍ଧ୍ୟାରେ, ପ୍ରତ୍ୟେକ ବିଶ୍ରାମ ଦିନରେ, ପ୍ରତ୍ୟେକ ଅମାବାସ୍ୟା ଦିନରେ ଏବଂ ଅନ୍ୟାନ୍ୟ ପର୍ବ ଦିନରେ ସଦାପ୍ରଭୁ ଆମ୍ଭର ପରମେଶ୍ୱରଙ୍କୁ ହୋମବଳି ଦେବୁ। ଇସ୍ରାଏଲ ଚିରଦିନ ଏହା କରିବ।