1 ବଂଶାବଳୀ 23:10 - ପବିତ୍ର ବାଇବଲ10 ଶିମିୟିଙ୍କର ଗ୍ଭରିପୁତ୍ର ଥିଲେ। ସେମାନେ ହେଲେ, ଯହତ୍, ସୀଷ, ଯିୟୂଶ୍ ଓ ବରୀୟ। Gade chapit laପବିତ୍ର ବାଇବଲ (Re-edited) - (BSI)10 ପୁଣି ଶିମୀୟିର ପୁତ୍ର; ଯହତ୍ ଓ ସୀଷ ଓ ଯିୟୂଶ୍ ଓ ବରୀୟ। ଏହି ଚାରି ଜଣ ଶିମୀୟିର ପୁତ୍ର। Gade chapit laଓଡିଆ ବାଇବେଲ10 ପୁଣି, ଶିମୀୟିର ପୁତ୍ର; ଯହତ୍, ଜିନା, ଯିୟୂଶ୍ ଓ ବରୀୟ। ଏହି ଚାରି ଜଣ ଶିମୀୟିର ପୁତ୍ର ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ଶିମୀୟିର ପୁତ୍ର; ଯହତ୍, ସୀଷ, ଯିୟୂଶ୍ ଓ ବରୀୟ। ଏହି ଚାରି ଜଣ ଶିମୀୟିର ପୁତ୍ର ଥିଲେ। Gade chapit la |