Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 23:11 - ପବିତ୍ର ବାଇବଲ

11 ଯହତ୍ ଜ୍ୟେଷ୍ଠ ପୁତ୍ର ଓ ସୀଷ ଦ୍ୱିତୀୟ ପୁତ୍ର ଥିଲେ। କିନ୍ତୁ ଯିୟୁଶ୍ ଓ ବରୀୟର ଅନେକ ସନ୍ତାନ ନ ଥିଲେ। ତେଣୁ ଯିୟୂଶ୍ ଓ ବରୀୟଙ୍କୁ ଗୋଟିଏ ପରିବାର ରୂପେ ଗଣ୍ୟ କରାଯାଉ ନ ଥିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଯହତ୍ ପ୍ରଧାନ, ଦ୍ଵିତୀୟ ସୀଷ; ମାତ୍ର ଯିୟୂଶ୍ ଓ ବରୀୟର ଅନେକ ପୁତ୍ର ନ ଥିଲେ; ଏହେତୁ ସେମାନେ ଏକତ୍ର ଗଣିତ ହୋଇ ଏକ ପିତୃବଂଶ ହେଲେ।

Gade chapit la Kopi

ଓଡିଆ ବାଇବେଲ

11 ଯହତ୍‍ ପ୍ରଧାନ, ଦ୍ୱିତୀୟ ସୀଷ; ମାତ୍ର ଯିୟୂଶ୍‍ ଓ ବରୀୟର ଅନେକ ପୁତ୍ର ନ ଥିଲେ; ଏହେତୁ ସେମାନେ ଏକତ୍ର ଗଣିତ ହୋଇ ଏକ ପିତୃବଂଶ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଯହତ୍‍ ପ୍ରଧାନ, ଦ୍ୱିତୀୟ ସୀଷ; ମାତ୍ର ଯିୟୂଶ୍‍ ଓ ବରୀୟର ଅନେକ ପୁତ୍ର ନ ଥିଲେ; ଏହେତୁ ସେମାନେ ଏକତ୍ର ଗଣିତ ହୋଇ ଏକ ପିତୃବଂଶ ହେଲେ।

Gade chapit la Kopi




1 ବଂଶାବଳୀ 23:11
2 Referans Kwoze  

ଶିମିୟିଙ୍କର ଗ୍ଭରିପୁତ୍ର ଥିଲେ। ସେମାନେ ହେଲେ, ଯହତ୍, ସୀଷ, ଯିୟୂଶ୍ ଓ ବରୀୟ।


କହାତଙ୍କର ଗ୍ଭରିପୁତ୍ର ଥିଲେ। ସେମାନେ ହେଲେ ଅମ୍ରାମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।


Swiv nou:

Piblisite


Piblisite