Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 23:15 - ପବିତ୍ର ବାଇବଲ

15 ମୋଶାଙ୍କ ପୁତ୍ରମାନେ ଥିଲେ ଗେର୍ଶୋନ ଓ ଇଲୀୟେଷର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

15 ମୋଶାଙ୍କର ପୁତ୍ର; ଗେର୍ଶୋମ୍ ଓ ଇଲୀୟେଷର।

Gade chapit la Kopi

ଓଡିଆ ବାଇବେଲ

15 ମୋଶାଙ୍କର ପୁତ୍ର; ଗେର୍ଶୋମ ଓ ଇଲୀୟେଜର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ମୋଶାଙ୍କର ପୁତ୍ର; ଗେର୍ଶୋମ ଓ ଇଲୀୟେଜର।

Gade chapit la Kopi




1 ବଂଶାବଳୀ 23:15
5 Referans Kwoze  

ସି‌ପ୍‌ପୋରା ଗର୍ଭବତୀ ହେଲା, ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦେଲା। ମୋଶା ତାଙ୍କର ନାମ ଗେର୍ଶୋମ୍ ଦେଲେ, କାରଣ ସେ କହିଲେ, “ମୁଁ ବିଦେଶରେ ବାସ କରି ଆସୁଅଛି।”


ତେଣୁ ମୋଶା ତାଙ୍କର ପୁତ୍ରକନ୍ୟାମାନଙ୍କୁ ଗଧରେ ବସାଇ ମିଶର ଅଭିମୁଖେ ବାହାରିଲେ। ମୋଶା ତାଙ୍କର ଆଶାବାଡ଼ି ସଙ୍ଗରେ ନେଲେ ଏବଂ ପରମେଶ୍ୱରଙ୍କ ଶକ୍ତି ତାଙ୍କ ସହିତ ଥିଲା।


ମୋଶା ପରମେଶ୍ୱରଙ୍କ ଲୋକ ଥିଲେ। ମୋଶାଙ୍କ ପୁତ୍ରମାନେ ଲେବୀୟ ଗୋଷ୍ଠୀର ଅନ୍ତର୍ଭୁକ୍ତ ଥିଲେ।


ଗେର୍ଶୋନଙ୍କ ଜ୍ୟେଷ୍ଠ ପୁତ୍ର ଥିଲେ ଶବୂୟେଲ।


Swiv nou:

Piblisite


Piblisite