Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 23:16 - ପବିତ୍ର ବାଇବଲ

16 ଗେର୍ଶୋନଙ୍କ ଜ୍ୟେଷ୍ଠ ପୁତ୍ର ଥିଲେ ଶବୂୟେଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଗେର୍ଶୋମର ସନ୍ତାନମାନଙ୍କ ମଧ୍ୟରେ ଶବୂୟେଲ ପ୍ରଧାନ।

Gade chapit la Kopi

ଓଡିଆ ବାଇବେଲ

16 ଗେର୍ଶୋମର ସନ୍ତାନମାନଙ୍କ ମଧ୍ୟରେ ଶବୂୟେଲ ପ୍ରଧାନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଗେର୍ଶୋମର ସନ୍ତାନମାନଙ୍କ ମଧ୍ୟରେ ଶବୂୟେଲ ପ୍ରଧାନ।

Gade chapit la Kopi




1 ବଂଶାବଳୀ 23:16
6 Referans Kwoze  

ନେତା ଶବୂୟେଲ ସଦାପ୍ରଭୁଙ୍କ ମନ୍ଦିରରେ ଥିବା ବହୁମୂଲ୍ୟ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିଲେ। ଶବୂୟେଲ, ଗେର୍ଶୋନଙ୍କ ପୁତ୍ର ଥିଲେ। ଗେର୍ଶୋନ ମୋଶାଙ୍କ ପୁତ୍ର ଥିଲେ।


ତ୍ରୟୋଦଶରେ, ଶବୂୟେଲଙ୍କ ପୁତ୍ରଗଣ ଓ ଆତ୍ମୀୟମାନଙ୍କ ମଧ୍ୟରୁ 12 ଜଣ ବ୍ୟକ୍ତିଙ୍କୁ ମନୋନୀତ କରାଗଲା।


ଲେବୀଙ୍କ ଅବଶିଷ୍ଟ ବଂଶଧରଙ୍କ ନାମ ଏହା ଥିଲା: ଅମ୍ରାମଙ୍କ ବଂଶଧରମାନଙ୍କ ମଧ୍ୟରୁ: ଶୂୟେଲ, ଶବୂୟେଲଙ୍କ ବଂଶଧରମାନଙ୍କ ମଧ୍ୟରୁ: ଯେହଦିୟ


ମୋଶାଙ୍କ ପୁତ୍ରମାନେ ଥିଲେ ଗେର୍ଶୋନ ଓ ଇଲୀୟେଷର।


ଇଲୀୟେଷରଙ୍କ ଜ୍ୟେଷ୍ଠ ପୁତ୍ର ଥିଲେ ରହବିୟ। ଇଲୀୟେଷରଙ୍କ ଆଉ କୌଣସି ପୁତ୍ର ସନ୍ତାନ ନ ଥିଲେ। କିନ୍ତୁ ରହବିୟଙ୍କର ଅନେକ ପୁତ୍ର ଥିଲେ।


ହେମନଙ୍କର ଯେଉଁ ପୁତ୍ରମାନେ ସେବାକାର୍ଯ୍ୟ କରୁଥିଲେ, ସେମାନେ ହେଲେ: ବୁ‌କ୍‌କିୟ, ମତ୍ତନିୟ, ଉଷୀୟେଲ, ଶବୂୟେଲ ଓ ଯିରେମୋତ୍, ହନାନିୟ, ହନାନି, ଇଲୀୟାଥା, ଗିଦ୍ଦଲତି ଓ ରୋମା‌‌ମ୍‌‌ତି-ଏଷର, ଯ‌ଶ୍‌ବକାଶା, ମଲ୍ଲୋଥି, ହୋଥୀର, ମହସୀୟୋତ୍।


Swiv nou:

Piblisite


Piblisite