Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 23:23 - ପବିତ୍ର ବାଇବଲ

23 ମୂଶିଙ୍କ ପୁତ୍ରମାନେ ଥିଲେ, ମହଲି, ଏଦର ଓ ଯିରେମୋତ୍। ସମୁଦାୟ ତିନି ଜଣ ପୁତ୍ର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍, ତିନି ଜଣ।

Gade chapit la Kopi

ଓଡିଆ ବାଇବେଲ

23 ମୂଶିର ପୁତ୍ର ମହଲି, ଏଦର ଓ ଯେରେମୋତ୍‍, ତିନି ଜଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ମୂଶିର ପୁତ୍ର ମହଲି, ଏଦର ଓ ଯେରେମୋତ୍‍, ତିନି ଜଣ।

Gade chapit la Kopi




1 ବଂଶାବଳୀ 23:23
6 Referans Kwoze  

ମୂଶିଙ୍କ ପୁତ୍ରମାନେ ଥିଲେ ମହଲି, ଏଦର ଓ ଯିରେମୋତ୍। ଏହିମାନେ ଲେବୀୟ ଗୋଷ୍ଠୀର ନେତାଗଣ ଥିଲେ। ସେମାନେ ସେମାନଙ୍କର ପରିବାରବର୍ଗ ଦ୍ୱାରା ତାଲିକାଭୁକ୍ତ ହେଲେ।


ମରାରିର ସନ୍ତାନମାନେ ଥିଲେ, ମହଲି ଓ ମୂଶି, ଏହିସବୁ ବଂଶ ଇସ୍ରାଏଲୀୟ ଲେବୀ ବଂଶୀୟ ଥିଲେ।


ଇଲୀୟାସର ଅପୁତ୍ରିକ ହୋଇ ମୃତ୍ୟୁବରଣ କଲେ। ତାଙ୍କର କେବଳ କନ୍ୟାମାନେ ଥିଲେ। ଇଲୀୟାସରଙ୍କ କନ୍ୟାମାନେ ସେମାନଙ୍କର ନିଜ ଆତ୍ମୀୟମାନଙ୍କୁ ବିବାହ କଲେ। କୀଶଙ୍କର ପୁତ୍ରମାନେ ସେମାନଙ୍କର ଆତ୍ମୀୟ ଥିଲେ।


ଏହିମାନେ ଲେବୀଙ୍କ ଗୋଷ୍ଠୀର ଥିଲେ। ସେମାନେ ସେମାନଙ୍କର ପରିବାର ଦ୍ୱାରା ତାଲିକାଭୁକ୍ତ ହୋଇଥିଲେ। ସେମାନେ ପରିବାରର ମୁଖ୍ୟ ଥିଲେ। ପ୍ରତ୍ୟେକ ଲୋକର ନାମ ତାଲିକାଭୁକ୍ତ କରାଗଲା। ଯେଉଁ ଲୋକମାନଙ୍କର ନାମ ତାଲିକାଭୁକ୍ତ କରାଗଲା, ସେମାନେ କୋଡ଼ିଏ ବର୍ଷ ବା ତତୁର୍ଦ୍ଧ୍ୱ ବୟସର ଥିଲେ। ସେମାନେ ସଦାପ୍ରଭୁଙ୍କ ମନ୍ଦିରରେ ସେବାକାର୍ଯ୍ୟ କଲେ।


ଶଲୋମନ ତାଙ୍କ ପିତା ଦାଉଦଙ୍କର ଦତ୍ତ ନିର୍ଦ୍ଦେଶାବଳିକୁ ପାଳନ କଲେ। ଶଲୋମନ ଯାଜକମାନଙ୍କର ଦଳକୁ ସେମାନଙ୍କର ସେବାକାର୍ଯ୍ୟ ନିମନ୍ତେ ମନୋନୀତ କଲେ। ଶଲୋମନ ଲେବୀୟମାନଙ୍କୁ ମଧ୍ୟ ସେମାନଙ୍କର ସେବାକାର୍ଯ୍ୟ ନିମନ୍ତେ ମନୋନୀତ କଲେ। ଲେବୀୟମାନଙ୍କର କାର୍ଯ୍ୟ ଥିଲା ପ୍ରଶଂସା ଗାନରେ ନେତୃତ୍ୱ ଦେବା ଓ ମନ୍ଦିରର ସେବାକାର୍ଯ୍ୟ ନିମନ୍ତେ ଦୈନନ୍ଦିନ ଯେଉଁ ବିଷୟମାନ କରାଯାଏ, ସେଥିରେ ଯାଜକମାନଙ୍କୁ ସାହାଯ୍ୟ କରିବା। ଆଉ ଶଲୋମନ ଦ୍ୱାର ନିକଟରେ ସେବାକାର୍ଯ୍ୟ କରିବା ନିମନ୍ତେ ଦ୍ୱାରପାଳମାନଙ୍କୁ ସେମାନଙ୍କର ଦଳ ଅନୁଯାୟୀ ମନୋନୀତ କଲେ। ପରମେଶ୍ୱରଙ୍କ ଲୋକ ଦାଉଦ ତାକୁ ଏହା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।


ତୁମ୍ଭମାନଙ୍କର ପରିବାର ଅନୁଯାୟୀ ମନ୍ଦିରର ସେବାକାର୍ଯ୍ୟ ନିମନ୍ତେ ନିଜକୁ ପ୍ରସ୍ତୁତ କର। ରାଜା ଦାଉଦ ଓ ତାଙ୍କର ପୁତ୍ର ରାଜା ଶଲୋମନ ତୁମ୍ଭମାନଙ୍କୁ ଯେଉଁ କାର୍ଯ୍ୟସବୁ କରିବାକୁ ଦେଇଛନ୍ତି, ତାହା କର।


Swiv nou:

Piblisite


Piblisite