1 ବଂଶାବଳୀ 23:3 - ପବିତ୍ର ବାଇବଲ3 ଯେଉଁ ଲେବୀୟମାନେ 30 ବର୍ଷ ବୟସ୍କ ଓ ତତୁର୍ଦ୍ଧ୍ୱ ଥିଲେ, ଦାଉଦ ସେମାନଙ୍କୁ ଗଣନା କଲେ। ସମୁଦାୟ 38,000 ଲେବୀୟ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ଵବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶ ହଜାର ହେଲେ। Gade chapit laଓଡିଆ ବାଇବେଲ3 ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶ ହଜାର ହେଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ତିରିଶ ବର୍ଷ ଓ ତହିଁରୁ ଊର୍ଦ୍ଧ୍ୱ ବୟସ୍କ ଲେବୀୟମାନେ ଗଣିତ ହେଲେ; ତହିଁରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣତିରେ ସେମାନେ ଅଠତିରିଶି ହଜାର ହେଲେ। Gade chapit la |