Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 23:8 - ପବିତ୍ର ବାଇବଲ

8 ଲାଦନଙ୍କର ତିନିପୁତ୍ର ଥିଲେ। ତାଙ୍କର ଜ୍ୟେଷ୍ଠପୁତ୍ର ଥିଲେ ଯିହୀୟେଲ। ତାଙ୍କର ଅନ୍ୟ ପୁତ୍ରମାନେ ଥିଲେ, ଯିହୀୟେଲ, ସେଥମ୍ ଓ ଯୋୟେଲ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଲାଦନ୍ର ପୁତ୍ର; ପ୍ରଧାନ ଯିହୀୟେଲ, ତାହା ଉତ୍ତାରେ ସେଥମ୍ ଓ ଯୋୟେଲ, ତିନି ଜଣ।

Gade chapit la Kopi

ଓଡିଆ ବାଇବେଲ

8 ଲାଦନ୍‍ର ପୁତ୍ର; ପ୍ରଧାନ ଯିହୀୟେଲ, ତାହା ଉତ୍ତାରେ ସେଥମ୍‍ ଓ ଯୋୟେଲ, ତିନି ଜଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଲାଦନ୍‍ର ପୁତ୍ର; ପ୍ରଧାନ ଯିହୀୟେଲ, ତାହା ଉତ୍ତାରେ ସେଥମ୍‍ ଓ ଯୋୟେଲ, ତିନି ଜଣ।

Gade chapit la Kopi




1 ବଂଶାବଳୀ 23:8
10 Referans Kwoze  

ଏହା ପରେ ଦାଉଦ, ଯାଜକ ସାଦୋକ ଓ ଅବିୟାଥରଙ୍କୁ ଆପଣା ନିକଟକୁ ଡାକିଲେ। ଦାଉଦ ଏହିସବୁ ଯାଜକଗଣ ଓ ଲେବୀୟମାନଙ୍କୁ ମଧ୍ୟ ଡାକିଲେ: ଉରିୟେଲ, ଅସାୟ, ଯୋୟେଲ, ଶମୟିୟ, ଇଲୀୟେଲ ଓ ଅମ୍ମୀନାଦବ।


ଗେର୍ଶୋନଙ୍କ ପରିବାରବର୍ଗରୁ 130 ଜଣ ଲୋକ ଆସିଲେ। ଯୋୟେଲ ସେମାନଙ୍କର ନେତା ଥିଲେ।


ଲାଦନ୍ ତହ‌ନଙ୍କ ପୁତ୍ର ଥିଲେ। ଅମ୍ମୀହୂଦ ଲାଦନଙ୍କ ପୁତ୍ର ଥିଲେ। ଇଲୀଶାମା ଅମ୍ମୀହୂଦଙ୍କ ପୁତ୍ର ଥିଲେ।


ଗେର୍ଶୋନଙ୍କ ବଂଶର ଲାଦନ୍ ଓ ଶିମିୟି।


ଶିମିୟିଙ୍କ ପୁତ୍ରମାନେ ଥିଲେ ଶଲୋମୀତ୍, ହସୀୟେଲ ଓ ହାରୋଣ। ଏହି ତିନିପୁତ୍ର ଲାଦନଙ୍କ ପରିବାରର ମୁଖ୍ୟ ଥିଲେ।


ଯେଉଁ ଲୋକମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା, ସେମାନେ ତାହା ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ଦେଲେ। ଯିହୀୟେଲ ସେହି ବହୁମୂଲ୍ୟ ପ୍ରସ୍ତରଗୁଡ଼ିକର ଯତ୍ନ ନେଲେ। ଯିହୀୟେଲ ଗେର୍ଶୋନ୍ ପରିବାରରୁ ଆସିଥିଲେ।


ଲାଦନ୍ ଗେର୍ଶୋନଙ୍କର ପରିବାରରୁ ଆସିଥିଲେ। ଯେହିୟେଲି ଲାଦ‌ନଙ୍କ ପରିବାରବର୍ଗର ନେତାମାନଙ୍କ ମଧ୍ୟରୁ ଜଣେ ଥିଲେ।


Swiv nou:

Piblisite


Piblisite