1 ବଂଶାବଳୀ 24:23 - ପବିତ୍ର ବାଇବଲ23 ହିବ୍ରୋଣଙ୍କ ଜ୍ୟେଷ୍ଠପୁତ୍ର ଥିଲେ ଯିରିୟ। ଅମରିୟ ତାଙ୍କର ଦ୍ୱିତୀୟ ପୁତ୍ର ଥିଲେ। ଯହସୀୟେଲ ତାଙ୍କର ତୃତୀୟ ପୁତ୍ର ଥିଲେ। ଓ ଯିକ୍ମିୟାମ୍ ତାଙ୍କର ଚତୁର୍ଥ ପୁତ୍ର ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)23 ହିବ୍ରୋଣର ପୁତ୍ର ଯିରିୟ ପ୍ରଥମ, ଦ୍ଵିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍ମୀୟାମ୍। Gade chapit laଓଡିଆ ବାଇବେଲ23 ହିବ୍ରୋଣର ପୁତ୍ର ଯିରୀୟ ପ୍ରଥମ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍ମୀୟାମ୍। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ହିବ୍ରୋଣର ପୁତ୍ର ଯିରୀୟ ପ୍ରଥମ, ଦ୍ୱିତୀୟ ଅମରୀୟ, ତୃତୀୟ ଯହସୀୟେଲ, ଚତୁର୍ଥ ଯିକ୍ମୀୟାମ୍। Gade chapit la |