Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 24:30 - ପବିତ୍ର ବାଇବଲ

30 ମୂଶିଙ୍କ ପୁତ୍ରମାନେ ଥିଲେ ମହଲି, ଏଦର ଓ ଯିରେମୋତ୍। ଏହିମାନେ ଲେବୀୟ ଗୋଷ୍ଠୀର ନେତାଗଣ ଥିଲେ। ସେମାନେ ସେମାନଙ୍କର ପରିବାରବର୍ଗ ଦ୍ୱାରା ତାଲିକାଭୁକ୍ତ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ପୁଣି ମୂଶିର ପୁତ୍ର ମହଲି ଓ ଏଦର ଓ ଯିରେମୋତ୍। ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ।

Gade chapit la Kopi

ଓଡିଆ ବାଇବେଲ

30 ପୁଣି, ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍‍। ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି, ମୂଶିର ପୁତ୍ର ମହଲି, ଏଦର ଓ ଯିରେମୋତ୍‍। ଏମାନେ ଆପଣା ଆପଣା ପିତୃବଂଶାନୁସାରେ ଲେବୀର ସନ୍ତାନ।

Gade chapit la Kopi




1 ବଂଶାବଳୀ 24:30
5 Referans Kwoze  

ମୂଶିଙ୍କ ପୁତ୍ରମାନେ ଥିଲେ, ମହଲି, ଏଦର ଓ ଯିରେମୋତ୍। ସମୁଦାୟ ତିନି ଜଣ ପୁତ୍ର ଥିଲେ।


ଶେମର ମହଲିଙ୍କ ପୁତ୍ର ଥିଲେ। ମହଲି ମୂଶିଙ୍କ ପୁତ୍ର ଥିଲେ। ମୂଶି ମରାରିଙ୍କ ପୁତ୍ର ଥିଲେ। ମରାରି ଲେବୀଙ୍କ ପୁତ୍ର ଥିଲେ।


ମରାରିର ସନ୍ତାନମାନେ ଥିଲେ, ମହଲି ଓ ମୂଶି, ଏହିସବୁ ବଂଶ ଇସ୍ରାଏଲୀୟ ଲେବୀ ବଂଶୀୟ ଥିଲେ।


କୀଶଙ୍କ ପୁତ୍ର ଥିଲେ ଯିରହମେଲ।


ସେମାନେ ବିଶେଷ କର୍ମ କରିବା ନିମନ୍ତେ ମନୋନୀତ ହୋଇଥିଲେ। ସେମାନେ ସେମାନଙ୍କର ଆତ୍ମୀୟ, ଯାଜକମାନଙ୍କ ପରି ଗୁଲିବାଣ୍ଟ କଲେ। ଯାଜକମାନେ ହାରୋଣଙ୍କ ବଂଶଧର ଥିଲେ। ସେମାନେ ରାଜା ଦାଉଦ, ସାଦୋକ, ଅହୀମେଲକ, ଯାଜକ ଏବଂ ଲେବୀୟ ବଂଶର ନେତାମାନଙ୍କ ସମ୍ମୁଖରେ ଗୁଲିବାଣ୍ଟ କଲେ। ଜ୍ୟେଷ୍ଠ ପରିବାର ଓ କନିଷ୍ଠ ପରିବାର ନିମନ୍ତେ ଯେତେବେଳେ କାର୍ଯ୍ୟ ସ୍ଥିର କରାଗଲା, ସେତେବେଳେ ସେମାନଙ୍କ ପ୍ରତି ସମାନ ବ୍ୟବହାର କରାଗଲା।


Swiv nou:

Piblisite


Piblisite