1 ବଂଶାବଳୀ 24:7 - ପବିତ୍ର ବାଇବଲ7 ପ୍ରଥମ ଦଳ ଥିଲା ଯିହୋୟାରୀବଙ୍କ ଦଳ। ଦ୍ୱିତୀୟ ଦଳ ଥିଲା ଯିଦୟିୟଙ୍କ ଦଳ। Gade chapit laପବିତ୍ର ବାଇବଲ (Re-edited) - (BSI)7 ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ ପାଇଁ ଉଠିଲା, ଦ୍ଵିତୀୟ ଯିଦୟୀୟ ପାଇଁ; Gade chapit laଓଡିଆ ବାଇବେଲ7 ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ୍ ପାଇଁ ଉଠିଲା, ଦ୍ୱିତୀୟ ଯିଦୟୀୟ ପାଇଁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପ୍ରଥମ ଗୁଲିବାଣ୍ଟ ଯିହୋୟାରୀବ୍ ପାଇଁ ଉଠିଲା, ଦ୍ୱିତୀୟ ଯିଦୟୀୟ ପାଇଁ; Gade chapit la |
ଶମୟିୟ ସମ୍ପାଦକ ଥିଲେ। ସେ ନଥନେଲଙ୍କ ପୁତ୍ର ଥିଲେ। ଶମୟିୟ ଲେବୀ ଗୋଷ୍ଠୀରୁ ଆସିଥିଲେ। ଶମୟିୟ ସେହି ବଂଶଧରମାନଙ୍କ ନାମ ଲେଖିଲେ। ସେ ସେହି ନାମଗୁଡ଼ିକୁ ରାଜା ଦାଉଦ ଓ ସେହି ନେତାଗଣ: ଯାଜକ ସାଦୋକ, ଅହୀମେଲକ, ଯାଜକମାନଙ୍କର ବଂଶଜ ନେତା ଓ ଲେବୀ ବଂଶଜ ନେତାମାନଙ୍କ ସମ୍ମୁଖରେ ଲେଖିଲେ। ଅହୀମେଲକ ଅବିୟାଥରଙ୍କ ପୁତ୍ର ଥିଲେ। ପ୍ରତିଥର ଗୁଲିବାଣ୍ଟ ଦ୍ୱାରା ସେମାନେ ଜଣେ ବ୍ୟକ୍ତିକୁ ମନୋନୀତ କଲେ ଓ ଶମୟିୟ ସେହି ଲୋକର ନାମ ଲେଖି ରଖିଲେ। ତେଣୁ ସେମାନେ ଇଲିୟାସର ଓ ଈଥାମରଙ୍କ ପରିବାରର ବ୍ୟକ୍ତିମାନଙ୍କର ମଧ୍ୟ କାମକୁ ଭାଗ କରିଦେଲେ।