Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:14 - ପବିତ୍ର ବାଇବଲ

14 ଶେଲିମିୟଙ୍କୁ ପୂର୍ବ ପାର୍ଶ୍ୱର ଦ୍ୱାର ଜଗିବା ନିମନ୍ତେ ମନୋନୀତ କରାଯାଇଥିଲା। ଏହା ପରେ ଶେଲିମିୟଙ୍କ ପୁତ୍ର ଯିଖରିୟଙ୍କ ନିମନ୍ତେ ଗୁଲିବାଣ୍ଟ କରାଗଲା। ଯିଖରିୟ ଜଣେ ଜ୍ଞାନୀ ପରାମର୍ଶଦାତା ଥିଲେ। ଯିଖରିୟଙ୍କୁ ଉତ୍ତର ପାର୍ଶ୍ୱ ଦ୍ୱାର ନିମନ୍ତେ ମନୋନୀତ କରାଗଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ତହିଁରେ ପୂର୍ବଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତରଦିଗ ତାହାର ବାଣ୍ଟରେ ଉଠିଲା।

Gade chapit la Kopi

ଓଡିଆ ବାଇବେଲ

14 ତହିଁରେ ପୂର୍ବ ଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତର ଦିଗ ତାହାର ବାଣ୍ଟରେ ଉଠିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ତହିଁରେ ପୂର୍ବ ଦିଗର ବାଣ୍ଟ ଶେଲିମୀୟ ପକ୍ଷରେ ଉଠିଲା; ତହୁଁ ସେମାନେ ତାହାର ପୁତ୍ର ଜିଖରୀୟ ନିମନ୍ତେ ଗୁଲିବାଣ୍ଟ କଲେ, ସେ ବିଜ୍ଞ ମନ୍ତ୍ରୀ ଥିଲା; ଆଉ ଉତ୍ତର ଦିଗ ତାହାର ବାଣ୍ଟରେ ଉଠିଲା।

Gade chapit la Kopi




1 ବଂଶାବଳୀ 26:14
7 Referans Kwoze  

ପବିତ୍ର ତମ୍ବୁର ପ୍ରବେଶ ଦ୍ୱାରରେ ଜିଖରିୟ ମଶେଲିମିୟଙ୍କ ପୁତ୍ର ଦ୍ୱାରପାଳ ଥିଲେ।


ପ୍ରତ୍ୟେକ ପରିବାରକୁ ଜଗିବା ନିମନ୍ତେ ଗୋଟିଏ ଦ୍ୱାର ଦିଆଯାଇଥିଲା। ଗୋଟିଏ ପରିବାର ନିମନ୍ତେ ଗୋଟିଏ ଦ୍ୱାର ନିରୂପଣ କରିବା ନିମନ୍ତେ ଗୁଲିବାଣ୍ଟ କରାଯାଉଥିଲା। ଯୁବା ଓ ବୃଦ୍ଧ ଉଭୟଙ୍କ ପ୍ରତି ସମବ୍ୟବହାର କରାଯାଉଥିଲା।


ଓବେଦ୍-ଇଦୋମଙ୍କୁ ଦକ୍ଷିଣ ପାର୍ଶ୍ୱ ଦ୍ୱାର ନିମନ୍ତେ ମନୋନୀତ କରାଗଲା ଓ ଆଉ ଯେଉଁ ଗୃହରେ ବହୁମୂଲ୍ୟ ସାମଗ୍ରୀମାନ ରଖାଯାଇଥିଲା, ତାହାକୁ ଜଗିବା ନିମନ୍ତେ ଓବେଦ୍ ଇଦୋମଙ୍କର ପୁତ୍ରମାନଙ୍କୁ ମନୋନୀତ କରାଗଲା।


ଗ୍ଭରିଗୋଟି ପାର୍ଶ୍ୱରେ ଦ୍ୱାରମାନ ଥିଲା: ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ।


ମଶେଲିମିୟଙ୍କର ପୁତ୍ର ଓ ଆତ୍ମୀୟଗଣ ମହାପରାକ୍ରମୀ ଥିଲେ। ସମୁଦାୟ ଅଠର ଜଣ ପୁତ୍ର ଓ ଆତ୍ମୀୟ ଥିଲେ।


ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋକମାନେ ମୁକ୍ତ ଭାବରେ ଯେଉଁ ନୈବେଦ୍ୟ ଦେଉଥିଲେ, କୋରି ତାହାର ଦାୟିତ୍ୱରେ ଥିଲେ। ସଦପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ, ସଂଗୃହୀତ ଦାନଗୁଡ଼ିକୁ ବିତରଣ କରିବା ଦାୟିତ୍ୱ ତାଙ୍କର ଥିଲା। ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ହୋଇଥିବା ଉପହାରଗୁଡ଼ିକୁ ବିତରଣ କରିବାର ଦାୟିତ୍ୱ ମଧ୍ୟ ତାଙ୍କର ଥିଲା। କୋରି ପୂର୍ବଦିଗରେ ଥିବା ଦ୍ୱାରର ଦ୍ୱାରପାଳ ଥିଲେ। ତାଙ୍କ ପିତାଙ୍କର ନାମ ଥିଲା ଲେବୀୟ ଯିମ୍ନା।


ତେଣୁ ମୁଁ ଇଲୀୟେଷର, ଅରୀୟେଲ, ଶମୟିୟ, ଇ‌‌‌‌ଲ୍‌‌‌‌‌‌‌ନାଥନ, ଯାରିବ୍, ଇ‌‌‌‌ଲ୍‌‌‌‌‌‌‌ନାଥନ, ନାଥନ, ଜିଖରିୟ ଓ ମଶୁଲ୍ଲମ୍ ଏହି ପ୍ରଧାନ ଲୋକମାନଙ୍କୁ ମଧ୍ୟ ଯୋୟାରୀବ ଓ ଇ‌‌‌‌ଲ୍‌‌‌‌‌‌‌ନାଥନ ଶିକ୍ଷକମାନଙ୍କୁ ଡାକିବାକୁ ଲୋକ ପଠାଇଲି।


Swiv nou:

Piblisite


Piblisite