Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:17 - ପବିତ୍ର ବାଇବଲ

17 ଛଅଜଣ ଲେବୀୟ ପ୍ରତିଦିନ ରକ୍ଷକମାନେ ପୂର୍ବ ଫାଟକରେ ଛିଡ଼ା ହେଲେ। ଗ୍ଭରିଜଣ ଲେବୀୟ ଉତ୍ତର ଫାଟକରେ ରକ୍ଷକ ଭାବରେ ଛିଡ଼ା ହେଲେ। ଗ୍ଭରିଜଣ ଲେବୀୟ ଦକ୍ଷିଣ ଫାଟକରେ ରକ୍ଷକ ଭାବରେ ଛିଡ଼ା ହେଲେ ଏବଂ ଦୁଇ ଜଣ ଲେବୀୟ ଭଣ୍ଡାରଗୃହର ପ୍ରତ୍ୟେକ ଦ୍ୱାରରେ ଛିଡ଼ା ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୂର୍ବଦିଗରେ ଛଅ ଜଣ ଲେବୀୟ, ଉତ୍ତରଦିଗରେ ଦିନରେ ଚାରି ଜଣ, ଦକ୍ଷିଣଦିଗରେ ଦିନରେ ଚାରି ଜଣ ଓ ଭଣ୍ତାରଗୃହ ନିମନ୍ତେ ଦୁଇ ଦୁଇ ଜଣ ରହିଲେ।

Gade chapit la Kopi

ଓଡିଆ ବାଇବେଲ

17 ପୂର୍ବ ଦିଗରେ ଛଅ ଜଣ ଲେବୀୟ, ଉତ୍ତର ଦିଗରେ ଦିନରେ ଚାରି ଜଣ, ଦକ୍ଷିଣ ଦିଗରେ ଦିନରେ ଚାରି ଜଣ ଓ ଭଣ୍ଡାର ଗୃହ ନିମନ୍ତେ ଦୁଇ ଦୁଇ ଜଣ ରହିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୂର୍ବ ଦିଗରେ ଛଅ ଜଣ ଲେବୀୟ, ଉତ୍ତର ଦିଗରେ ଦିନରେ ଚାରି ଜଣ, ଦକ୍ଷିଣ ଦିଗରେ ଦିନରେ ଚାରି ଜଣ ଓ ଭଣ୍ଡାର ଗୃହ ନିମନ୍ତେ ଦୁଇ ଦୁଇ ଜଣ ରହିଲେ।

Gade chapit la Kopi




1 ବଂଶାବଳୀ 26:17
6 Referans Kwoze  

ଶଲୋମନ ତାଙ୍କ ପିତା ଦାଉଦଙ୍କର ଦତ୍ତ ନିର୍ଦ୍ଦେଶାବଳିକୁ ପାଳନ କଲେ। ଶଲୋମନ ଯାଜକମାନଙ୍କର ଦଳକୁ ସେମାନଙ୍କର ସେବାକାର୍ଯ୍ୟ ନିମନ୍ତେ ମନୋନୀତ କଲେ। ଶଲୋମନ ଲେବୀୟମାନଙ୍କୁ ମଧ୍ୟ ସେମାନଙ୍କର ସେବାକାର୍ଯ୍ୟ ନିମନ୍ତେ ମନୋନୀତ କଲେ। ଲେବୀୟମାନଙ୍କର କାର୍ଯ୍ୟ ଥିଲା ପ୍ରଶଂସା ଗାନରେ ନେତୃତ୍ୱ ଦେବା ଓ ମନ୍ଦିରର ସେବାକାର୍ଯ୍ୟ ନିମନ୍ତେ ଦୈନନ୍ଦିନ ଯେଉଁ ବିଷୟମାନ କରାଯାଏ, ସେଥିରେ ଯାଜକମାନଙ୍କୁ ସାହାଯ୍ୟ କରିବା। ଆଉ ଶଲୋମନ ଦ୍ୱାର ନିକଟରେ ସେବାକାର୍ଯ୍ୟ କରିବା ନିମନ୍ତେ ଦ୍ୱାରପାଳମାନଙ୍କୁ ସେମାନଙ୍କର ଦଳ ଅନୁଯାୟୀ ମନୋନୀତ କଲେ। ପରମେଶ୍ୱରଙ୍କ ଲୋକ ଦାଉଦ ତାକୁ ଏହା କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ।


ଗ୍ଭରିଗୋଟି ପାର୍ଶ୍ୱରେ ଦ୍ୱାରମାନ ଥିଲା: ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ।


ଶୁ​ପ୍​ପୀମ୍ ଓ ହୋଷାଙ୍କୁ ପଶ୍ଚିମ ପାର୍ଶ୍ୱ ଦ୍ୱାର ଓ ଉଚ୍ଚତର ପଥରେ ଥିବା ଶଲେଖତ୍ ଦ୍ୱାରକୁ ଜଗିବା ନିମନ୍ତେ ମନୋନୀତ କରାଗଲା। ପ୍ରତ୍ୟେକ ପରିବାରରୁ ରକ୍ଷକମାନଙ୍କୁ ସେମାନଙ୍କର ସ୍ଥାନରେ ମୁତୟନ କରାଗଲା।


ଗ୍ଭରିଜଣ ପଶ୍ଚିମ ଦିଗରେ ଏବଂ ଦୁଇଜଣ ସୀମାନ୍ତବର୍ତ୍ତୀ ସ୍ଥାନରେ ରହିଲେ।


ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଲୋକମାନେ ମୁକ୍ତ ଭାବରେ ଯେଉଁ ନୈବେଦ୍ୟ ଦେଉଥିଲେ, କୋରି ତାହାର ଦାୟିତ୍ୱରେ ଥିଲେ। ସଦପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ, ସଂଗୃହୀତ ଦାନଗୁଡ଼ିକୁ ବିତରଣ କରିବା ଦାୟିତ୍ୱ ତାଙ୍କର ଥିଲା। ଆଉ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ରୀକୃତ ହୋଇଥିବା ଉପହାରଗୁଡ଼ିକୁ ବିତରଣ କରିବାର ଦାୟିତ୍ୱ ମଧ୍ୟ ତାଙ୍କର ଥିଲା। କୋରି ପୂର୍ବଦିଗରେ ଥିବା ଦ୍ୱାରର ଦ୍ୱାରପାଳ ଥିଲେ। ତାଙ୍କ ପିତାଙ୍କର ନାମ ଥିଲା ଲେବୀୟ ଯିମ୍ନା।


ମତ୍ତନିୟ ଓ ବ‌କ୍‌ବୁକିୟ, ଓବଦିୟ, ମଶୁଲ୍ଲମ୍, ଟ‌‌‌‌ଲ୍‌‌‌‌‌‌‌ମୋନ୍, ଅ‌କ୍‌କୁବ୍ ଦ୍ୱାରପାଳ ହୋଇ ଦ୍ୱାର ନିକଟବର୍ତ୍ତୀ ଭଣ୍ତାର ଗୃହ ସକଳର ପ୍ରହରୀ କର୍ମ କଲେ।


Swiv nou:

Piblisite


Piblisite