Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:19 - ପବିତ୍ର ବାଇବଲ

19 ଦ୍ୱାରପାଳମାନଙ୍କର ଏହିସବୁ ଦଳ ଥିଲା। ସେହି ଦ୍ୱାରପାଳମାନେ କୋରହ ଓ ମରାରି ବଂଶର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 କୋରହୀୟ ସନ୍ତାନଗଣ ଓ ମରାରିର ସନ୍ତାନଗଣ ମଧ୍ୟରୁ ଦ୍ଵାରପାଳମାନଙ୍କର ଏହି ସକଳ ପାଳି ଥିଲା।

Gade chapit la Kopi

ଓଡିଆ ବାଇବେଲ

19 କୋରହୀୟ ସନ୍ତାନଗଣ ଓ ମରାରିର ସନ୍ତାନଗଣ ମଧ୍ୟରୁ ଦ୍ୱାରପାଳମାନଙ୍କର ଏହି ସକଳ ପାଳି ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 କୋରହୀୟ ସନ୍ତାନଗଣ ଓ ମରାରିର ସନ୍ତାନଗଣ ମଧ୍ୟରୁ ଦ୍ୱାରପାଳମାନଙ୍କର ଏହି ସକଳ ପାଳି ଥିଲା।

Gade chapit la Kopi




1 ବଂଶାବଳୀ 26:19
5 Referans Kwoze  

ତୁମ୍ଭେ ଓ ତୁମ୍ଭର ଅନୁଗାମୀଗଣ ଦଳ ବାନ୍ଧି ସଦାପ୍ରଭୁଙ୍କ ବିରୁଦ୍ଧରେ ଯାଇଅଛ। ହାରୋଣ କିଛି ଅବିଧି କରି ନାହାନ୍ତି। ମାତ୍ର ତୁମ୍ଭେମାନେ ତାଙ୍କର ବିପକ୍ଷରେ ଅଭିଯୋଗ କରିଅଛ।”


କୋରହର ସନ୍ତାନ ଅସୀର, ଇ‌ଲ୍‌କାନା ଓ ଅବୀୟାସଫ୍। ଏମାନେ କୋରହର ବଂଶ।


ତେଣୁ ଏହି କୁଷ୍ଠୀମାନେ ଆସି ନଗରର ଦ୍ୱାରୀକୁ ଡାକିଲେ। ସେମାନଙ୍କୁ ଜଣାଇ କହିଲେ, “ଆମ୍ଭେମାନେ ଅରାମୀୟ ଛାଉଣିକୁ ଯାଇଥିଲୁ ଏବଂ ସେଠାରେ କାହାକୁ ପାଇଲୁ ନାହିଁ। ଆମ୍ଭେ କୌଣସି ବ୍ୟକ୍ତି ବିଷୟରେ ଶୁଣିଲୁ ନାହିଁ। କୌଣସି ମଣିଷ ନ ଥିଲେ, କାହାରି ଶବ୍ଦ ଶୁଣିଲୁ ନାହିଁ। ଅଶ୍ୱ ଗର୍ଦ୍ଦଭ ସେଠାରେ ବନ୍ଧା ହୋଇ ରହିଛନ୍ତି ଓ ତମ୍ବୁଗୁଡ଼ିକ ସେହିପରି ଅଛି।”


ଗ୍ଭରିଜଣ ପଶ୍ଚିମ ଦିଗରେ ଏବଂ ଦୁଇଜଣ ସୀମାନ୍ତବର୍ତ୍ତୀ ସ୍ଥାନରେ ରହିଲେ।


ଅହିୟ ଲେବୀୟ ଗୋଷ୍ଠୀରୁ ଆସିଥିଲେ। ଅହିୟ ପରମେଶ୍ୱରଙ୍କ ମନ୍ଦିରରେ ଥିବା ବହୁମୂଲ୍ୟ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିଲେ। ଯେଉଁ ସ୍ଥାନମାନଙ୍କରେ ପବିତ୍ର ସାମଗ୍ରୀଗୁଡ଼ିକ ରଖାଯାଇଥିଲା। ଅହିୟ ତାହାର ଦାୟିତ୍ୱରେ ମଧ୍ୟ ଥିଲେ।


Swiv nou:

Piblisite


Piblisite