Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:21 - ପବିତ୍ର ବାଇବଲ

21 ଲାଦନ୍ ଗେର୍ଶୋନଙ୍କର ପରିବାରରୁ ଆସିଥିଲେ। ଯେହିୟେଲି ଲାଦ‌ନଙ୍କ ପରିବାରବର୍ଗର ନେତାମାନଙ୍କ ମଧ୍ୟରୁ ଜଣେ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଲାଦନର ସନ୍ତାନଗଣ; ଲାଦନ ସମ୍ଵନ୍ଧୀୟ ଗେର୍ଶୋନୀୟ-ସନ୍ତାନଗଣ, ଗେର୍ଶୋନୀୟ ଲାଦନ ସମ୍ଵନ୍ଧୀୟ ପିତୃବଂଶପ୍ରଧାନଗଣ; ଯଥା,

Gade chapit la Kopi

ଓଡିଆ ବାଇବେଲ

21 ଲାଦନ୍‍ର ସନ୍ତାନଗଣ; ଲାଦନ୍‍ ସମ୍ବନ୍ଧୀୟ ଗେର୍ଶୋନୀୟ-ସନ୍ତାନଗଣ, ଗେର୍ଶୋନୀୟ ଲାଦନ୍‍ ସମ୍ବନ୍ଧୀୟ ପିତୃବଂଶର ପ୍ରଧାନଗଣ; ଯଥା,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଲାଦନ୍‍ର ସନ୍ତାନଗଣ; ଲାଦନ୍‍ ସମ୍ବନ୍ଧୀୟ ଗେର୍ଶୋନୀୟ-ସନ୍ତାନଗଣ, ଗେର୍ଶୋନୀୟ ଲାଦନ୍‍ ସମ୍ବନ୍ଧୀୟ ପିତୃବଂଶର ପ୍ରଧାନଗଣ; ଯଥା,

Gade chapit la Kopi




1 ବଂଶାବଳୀ 26:21
7 Referans Kwoze  

ଗେର୍ଶୋନଙ୍କ ବଂଶର ଲାଦନ୍ ଓ ଶିମିୟି।


ଯେଉଁ ଲୋକମାନଙ୍କ ନିକଟରେ ବହୁମୂଲ୍ୟ ପ୍ରସ୍ତରମାନ ଥିଲା, ସେମାନେ ତାହା ସଦାପ୍ରଭୁଙ୍କ ମନ୍ଦିର ନିମନ୍ତେ ଦେଲେ। ଯିହୀୟେଲ ସେହି ବହୁମୂଲ୍ୟ ପ୍ରସ୍ତରଗୁଡ଼ିକର ଯତ୍ନ ନେଲେ। ଯିହୀୟେଲ ଗେର୍ଶୋନ୍ ପରିବାରରୁ ଆସିଥିଲେ।


ଗେର୍ଶୋନଙ୍କ ପୁତ୍ରମାନେ ଥିଲେ ଲି‌ବ୍‌ନି ଓ ଶିମିୟି।


ଲାଦନ୍ ତହ‌ନଙ୍କ ପୁତ୍ର ଥିଲେ। ଅମ୍ମୀହୂଦ ଲାଦନଙ୍କ ପୁତ୍ର ଥିଲେ। ଇଲୀଶାମା ଅମ୍ମୀହୂଦଙ୍କ ପୁତ୍ର ଥିଲେ।


ଅହିୟ ଲେବୀୟ ଗୋଷ୍ଠୀରୁ ଆସିଥିଲେ। ଅହିୟ ପରମେଶ୍ୱରଙ୍କ ମନ୍ଦିରରେ ଥିବା ବହୁମୂଲ୍ୟ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିଲେ। ଯେଉଁ ସ୍ଥାନମାନଙ୍କରେ ପବିତ୍ର ସାମଗ୍ରୀଗୁଡ଼ିକ ରଖାଯାଇଥିଲା। ଅହିୟ ତାହାର ଦାୟିତ୍ୱରେ ମଧ୍ୟ ଥିଲେ।


ଯିହୀୟେଲିଙ୍କ ପୁତ୍ରମାନେ ଥିଲେ ସେଥମ୍ ଓ ସେଥ‌ମଙ୍କ ଭ୍ରାତା ଯୋୟେଲ। ସଦାପ୍ରଭୁଙ୍କ ମନ୍ଦିରରେ ଥିବା ବହୁମୂଲ୍ୟ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ କରିବା ସେମାନଙ୍କର ଦାୟିତ୍ୱ ଥିଲା।


ଲାଦନଙ୍କର ତିନିପୁତ୍ର ଥିଲେ। ତାଙ୍କର ଜ୍ୟେଷ୍ଠପୁତ୍ର ଥିଲେ ଯିହୀୟେଲ। ତାଙ୍କର ଅନ୍ୟ ପୁତ୍ରମାନେ ଥିଲେ, ଯିହୀୟେଲ, ସେଥମ୍ ଓ ଯୋୟେଲ।


Swiv nou:

Piblisite


Piblisite