Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:23 - ପବିତ୍ର ବାଇବଲ

23 ଅନ୍ୟ ନେତାମାନେ ଅମ୍ରାମୀ, ଯି‌ଷ୍‌ହରୀୟ, ହିବ୍ରୋଣୀୟ ଓ ଉଷିୟେଲଙ୍କ ପରିବାରବର୍ଗରୁ ମନୋନୀତ ହୋଇଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଅମ୍ରାମୀୟମାନଙ୍କ, ଯିଷ୍ହରୀୟମାନଙ୍କ, ହିବ୍ରୋଣୀୟମାନଙ୍କ, ଉଷୀୟେଲୀୟମାନଙ୍କ ମଧ୍ୟରେ ଯାତ୍ରା.୬:୧୮

Gade chapit la Kopi

ଓଡିଆ ବାଇବେଲ

23 ଅମ୍ରାମୀୟମାନଙ୍କ, ଯିଷ୍‍ହରୀୟମାନଙ୍କ, ହିବ୍ରୋଣୀୟମାନଙ୍କ, ଉଷୀୟେଲୀୟମାନଙ୍କ ମଧ୍ୟରେ

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଅମ୍ରାମୀୟମାନଙ୍କ, ଯିଷ୍‍ହରୀୟମାନଙ୍କ, ହିବ୍ରୋଣୀୟମାନଙ୍କ, ଉଷୀୟେଲୀୟମାନଙ୍କ ମଧ୍ୟରେ

Gade chapit la Kopi




1 ବଂଶାବଳୀ 26:23
5 Referans Kwoze  

କହାତଙ୍କର ଗ୍ଭରିପୁତ୍ର ଥିଲେ। ସେମାନେ ହେଲେ ଅମ୍ରାମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।


ପୁଣି କହା‌‌ତ୍‌ଠାରୁ ଅମ୍ରମୀୟ ବଂଶ ଯି‌ଷ୍‌ହରିୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀୟ ବଂଶ ହେଲେ।


ପୁଣି ଆପଣା ବଂଶ ଅନୁସାରେ କହାତର ପରିବାରବର୍ଗର ନାମ ଅମ୍ରମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।


ଯିହୀୟେଲିଙ୍କ ପୁତ୍ରମାନେ ଥିଲେ ସେଥମ୍ ଓ ସେଥ‌ମଙ୍କ ଭ୍ରାତା ଯୋୟେଲ। ସଦାପ୍ରଭୁଙ୍କ ମନ୍ଦିରରେ ଥିବା ବହୁମୂଲ୍ୟ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ କରିବା ସେମାନଙ୍କର ଦାୟିତ୍ୱ ଥିଲା।


ନେତା ଶବୂୟେଲ ସଦାପ୍ରଭୁଙ୍କ ମନ୍ଦିରରେ ଥିବା ବହୁମୂଲ୍ୟ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିଲେ। ଶବୂୟେଲ, ଗେର୍ଶୋନଙ୍କ ପୁତ୍ର ଥିଲେ। ଗେର୍ଶୋନ ମୋଶାଙ୍କ ପୁତ୍ର ଥିଲେ।


Swiv nou:

Piblisite


Piblisite