Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:25 - ପବିତ୍ର ବାଇବଲ

25 ଏହି ସମସ୍ତ ଶବୂୟେଲଙ୍କର ଆତ୍ମୀୟ ଥିଲେ: ଇଲୀୟେଷର ତାଙ୍କର ଆତ୍ମୀୟ ଥିଲେ: ରହବିୟ, ଇଲୀୟେଷରଙ୍କ ପୁତ୍ର। ଯିଶାୟାହ, ରହବିୟଙ୍କ ପୁତ୍ର। ଯୋରାମ, ଯିଶାୟାଦଙ୍କ ପୁତ୍ର। ସିଖ୍ରି ଯୋରାମଙ୍କ ପୁତ୍ର। ଆଉ ଶଲୋମୀତ୍, ସିଖ୍ରିଙ୍କ ପୁତ୍ର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି ତାହାର ଭ୍ରାତୃଗଣ; ଇଲୀୟେଷରର ପୁତ୍ର ରହବୀୟ ଓ ତାହାର ପୁତ୍ର ଯିଶାୟାହ ଓ ତାହାର ପୁତ୍ର ଯୋରାମ୍ ଓ ତାହାର ପୁତ୍ର ସିଖ୍ରି ଓ ତାହାର ପୁତ୍ର ଶଲୋମୀତ୍।

Gade chapit la Kopi

ଓଡିଆ ବାଇବେଲ

25 ପୁଣି, ତାହାର ଭ୍ରାତୃଗଣ; ଇଲୀୟେଜରର ପୁତ୍ର ରହବୀୟ ଓ ତାହାର ପୁତ୍ର ଯିଶାଇୟ ଓ ତାହାର ପୁତ୍ର ଯୋରାମ୍‍ ଓ ତାହାର ପୁତ୍ର ସିଖ୍ରି ଓ ତାହାର ପୁତ୍ର ଶଲୋମୀତ୍‍।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ତାହାର ଭ୍ରାତୃଗଣ; ଇଲୀୟେଜରର ପୁତ୍ର ରହବୀୟ ଓ ତାହାର ପୁତ୍ର ଯିଶାଇୟ ଓ ତାହାର ପୁତ୍ର ଯୋରାମ୍‍ ଓ ତାହାର ପୁତ୍ର ସିଖ୍ରି ଓ ତାହାର ପୁତ୍ର ଶଲୋମୀତ୍‍।

Gade chapit la Kopi




1 ବଂଶାବଳୀ 26:25
7 Referans Kwoze  

ମୋଶାଙ୍କ ପୁତ୍ରମାନେ ଥିଲେ ଗେର୍ଶୋନ ଓ ଇଲୀୟେଷର।


ଅନ୍ୟ ପୁତ୍ରଟିର ନାମ ଦେଇଥିଲେ ଇଲୀୟେଷର, କାରଣ ତା'ର ଜନ୍ମ ସମୟରେ ମୋଶା କହିଲେ, “ମୋର ପିତାଙ୍କର ପରମେଶ୍ୱର ମୋତେ ସାହାଯ୍ୟ କଲେ ଏବଂ ଫାରୋଙ୍କର ଖ‌ଡ଼୍‌ଗରୁ ରକ୍ଷା କଲେ।”


ଯି‌ଷ୍‌ହରର ସନ୍ତାନ କୋରହ, ନେଫଗ୍ ଓ ସିଖ୍ରି।


ନେତା ଶବୂୟେଲ ସଦାପ୍ରଭୁଙ୍କ ମନ୍ଦିରରେ ଥିବା ବହୁମୂଲ୍ୟ ସାମଗ୍ରୀଗୁଡ଼ିକର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିଲେ। ଶବୂୟେଲ, ଗେର୍ଶୋନଙ୍କ ପୁତ୍ର ଥିଲେ। ଗେର୍ଶୋନ ମୋଶାଙ୍କ ପୁତ୍ର ଥିଲେ।


ଦାଉଦ ଯେଉଁ ସମସ୍ତ ବସ୍ତୁ ମନ୍ଦିର ନିମନ୍ତେ ସଂଗ୍ରହ କରିଥିଲେ, ଶଲୋମୀତ୍ ଓ ତାଙ୍କର ଆତ୍ମୀୟମାନେ ତାହାର ଦାୟିତ୍ୱରେ ଥିଲେ। ସେନାଧ୍ୟକ୍ଷମାନେ ମଧ୍ୟ ମନ୍ଦିର ନିମନ୍ତେ ସାମଗ୍ରୀମାନ ପ୍ରଦାନ କଲେ।


ରହବିୟରୁ: ଯିଶିୟ (ଯିଶିୟ ଜ୍ୟେଷ୍ଠ ପୁତ୍ର ଥିଲେ)


Swiv nou:

Piblisite


Piblisite