Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:30 - ପବିତ୍ର ବାଇବଲ

30 ହିବ୍ରୋଣଙ୍କର ପରିବାରରୁ ହଷବିୟ ଓ ତାଙ୍କର ଆତ୍ମୀୟମାନେ ସଦାପ୍ରଭୁଙ୍କର ସମସ୍ତ କାର୍ଯ୍ୟ ଓ ଯର୍ଦ୍ଦନ ନଦୀର ପଶ୍ଚିମରେ ଥିବା ରାଜାଙ୍କର ବ୍ୟବସାୟ ଦାୟିତ୍ୱରେ ଥିଲେ। ହଷବିୟଙ୍କ ଦଳରେ 1,700 ଜଣ ପରାକ୍ରମୀ ବ୍ୟକ୍ତି ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ହିବ୍ରୋଣୀୟମାନଙ୍କ ମଧ୍ୟରୁ ହିଷ୍ବୀୟ ଓ ତାହାର ଭ୍ରାତୃଗଣ ଏକ ସହସ୍ର ସାତ ଶହ ବିକ୍ରମୀ ପୁରୁଷ ସଦାପ୍ରଭୁଙ୍କର ସକଳ କାର୍ଯ୍ୟ ଓ ରାଜସେବା ନିମନ୍ତେ ଯର୍ଦ୍ଦନ ସେପାରି ପଶ୍ଚିମଦିଗରେ ଇସ୍ରାଏଲର ତତ୍ତ୍ଵାବଧାରକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

30 ହିବ୍ରୋଣୀୟମାନଙ୍କ ମଧ୍ୟରୁ ହଶବୀୟ ଓ ତାହାର ଭ୍ରାତୃଗଣ ଏକ ସହସ୍ର ସାତ ଶହ ବିକ୍ରମୀ ପୁରୁଷ ସଦାପ୍ରଭୁଙ୍କର ସକଳ କାର୍ଯ୍ୟ ଓ ରାଜସେବା ନିମନ୍ତେ ଯର୍ଦ୍ଦନ ସେପାରି ପଶ୍ଚିମ ଦିଗରେ ଇସ୍ରାଏଲର ତତ୍ତ୍ୱାବଧାରକ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ହିବ୍ରୋଣୀୟମାନଙ୍କ ମଧ୍ୟରୁ ହଶବୀୟ ଓ ତାହାର ଭ୍ରାତୃଗଣ ଏକ ସହସ୍ର ସାତ ଶହ ବିକ୍ରମୀ ପୁରୁଷ ସଦାପ୍ରଭୁଙ୍କର ସକଳ କାର୍ଯ୍ୟ ଓ ରାଜସେବା ନିମନ୍ତେ ଯର୍ଦ୍ଦନ ସେପାରି ପଶ୍ଚିମ ଦିଗରେ ଇସ୍ରାଏଲର ତତ୍ତ୍ୱାବଧାରକ ଥିଲେ।

Gade chapit la Kopi




1 ବଂଶାବଳୀ 26:30
5 Referans Kwoze  

ଲେବୀ: କମୂୟେଲଙ୍କ ପୁତ୍ର ହଶବିୟ; ହାରୋଣ୍: ସାଦୋକ୍;


ହିବ୍ରୋଣଙ୍କ ଜ୍ୟେଷ୍ଠପୁତ୍ର ଥିଲେ ଯିରୀୟ। ହିବ୍ରୋଣଙ୍କ ଦ୍ୱିତୀୟ ପୁତ୍ର ଥିଲେ ଅମରିୟ। ଯହସୀୟେଲ ତୃତୀୟ ପୁତ୍ର ଓ ଯି‌କ୍‌ମିୟାମ୍ ଚତୁର୍ଥ ପୁତ୍ର ଥିଲେ।


କହାତଙ୍କର ଗ୍ଭରିପୁତ୍ର ଥିଲେ। ସେମାନେ ହେଲେ ଅମ୍ରାମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।


ପୁଣି କହା‌‌ତ୍‌ଠାରୁ ଅମ୍ରମୀୟ ବଂଶ ଯି‌ଷ୍‌ହରିୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ। ଏମାନେ କହାତୀୟ ବଂଶ ହେଲେ।


“ଅମରିୟ ପ୍ରଧାନ ଯାଜକ ଅଟନ୍ତି। ସଦାପ୍ରଭୁଙ୍କ ସମ୍ପର୍କୀତ ସମସ୍ତ ବିଷୟରେ ସେ ତୁମ୍ଭମାନଙ୍କର ମାଲିକ ହେବେ। ଆଉ ରାଜାଙ୍କ ସମ୍ପର୍କୀତ ସମସ୍ତ ବିଷୟରେ ସବଦିୟ ତୁମ୍ଭମାନଙ୍କର ମାଲିକ ହେବେ। ସବଦିୟଙ୍କ ପିତାଙ୍କର ନାମ ଇ‌ଶ୍‌ମାୟେଲ ଅଟେ। ସବଦିୟ ଯିହୁଦା ଗୋଷ୍ଠୀର ଜଣେ ନେତା ଅଟନ୍ତି। ଆହୁରି ମଧ୍ୟ, ଲେବୀୟମାନେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ ଯାହା ତୁମ୍ଭର ଦରକାର। ତୁମ୍ଭେମାନେ ସମସ୍ତ କାର୍ଯ୍ୟ ସାହସର ସହିତ କର। ଯେଉଁମାନେ ଯଥାର୍ଥ କର୍ମ କରନ୍ତି, ସଦାପ୍ରଭୁ ସେମାନଙ୍କର ସହିତ ରହନ୍ତି।”


Swiv nou:

Piblisite


Piblisite