1 ବଂଶାବଳୀ 26:4 - ପବିତ୍ର ବାଇବଲ4 ଓବେଦ୍-ଇଦୋମ ଓ ତାଙ୍କର ପୁତ୍ରଗଣ; ଓବେଦ୍-ଇଦୋମଙ୍କର ଜ୍ୟେଷ୍ଠ ପୁତ୍ର ଥିଲେ ଶମୟିୟ। ଯିହୋଷାବଦ୍ ତାଙ୍କର ଦ୍ୱିତୀୟ ପୁତ୍ର ଥିଲେ। ଯୋୟାହ ତାଙ୍କର ତୃତୀୟ ପୁତ୍ର ଥିଲେ। ସାଖାର୍ ତାଙ୍କର ଚତୁର୍ଥ ପୁତ୍ର ଥିଲେ। ନଥନେଲ ତାଙ୍କର ପଞ୍ଚମ ପୁତ୍ର ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)4 ପୁଣି ଓବେଦ୍-ଇଦୋମ୍ର ପୁତ୍ର ଥିଲେ; ପ୍ରଥମଜାତ ଶମୟୀୟ, ଦ୍ଵିତୀୟ ଯିହୋଷାବଦ୍, ତୃତୀୟ ଯୋୟାହ, ଚତୁର୍ଥ ସାଖର୍, ପଞ୍ଚମ ନଥନେଲ୍; Gade chapit laଓଡିଆ ବାଇବେଲ4 ପୁଣି, ଓବେଦ୍-ଇଦୋମର ପୁତ୍ର ଥିଲେ ପ୍ରଥମଜାତ ଶମୟୀୟ, ଦ୍ୱିତୀୟ ଯିହୋଷାବଦ୍, ତୃତୀୟ ଯୋୟାହ, ଚତୁର୍ଥ ସାଖର, ପଞ୍ଚମ ନଥନେଲ୍; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ପୁଣି, ଓବେଦ୍-ଇଦୋମର ପୁତ୍ର ଥିଲେ ପ୍ରଥମଜାତ ଶମୟୀୟ, ଦ୍ୱିତୀୟ ଯିହୋଷାବଦ୍, ତୃତୀୟ ଯୋୟାହ, ଚତୁର୍ଥ ସାଖର, ପଞ୍ଚମ ନଥନେଲ; Gade chapit la |