1 ବଂଶାବଳୀ 26:7 - ପବିତ୍ର ବାଇବଲ7 ଶମୟିୟଙ୍କର ପୁତ୍ରମାନେ ଥିଲେ ଅତନି, ରଫାୟେଲ, ଓବେଦ୍, ଇଲୀଶାବଦ୍, ଇଲୀହୂ ଓ ସମଖିୟ। ଇଲିଶାବଦଙ୍କର ଆତ୍ମୀୟମାନେ ଦକ୍ଷ କାରିଗର ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)7 ଶମୟୀୟର ପୁତ୍ର ଅତ୍ନି ଓ ରଫାୟେଲ ଓ ଓବେଦ୍, ଇଲୀଶାବଦ୍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରା; ଲୋକ ଥିଲେ। Gade chapit laଓଡିଆ ବାଇବେଲ7 ଶମୟୀୟର ପୁତ୍ର ଅତ୍ନି, ରଫାୟେଲ ଓ ଓବେଦ୍, ଇଲୀଶାବଦ୍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରାନ୍ତ ଲୋକ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଶମୟୀୟର ପୁତ୍ର ଅତ୍ନି, ରଫାୟେଲ ଓ ଓବେଦ୍, ଇଲୀଶାବଦ୍, ଏମାନଙ୍କର ଭ୍ରାତା ଇଲୀହୂ ଓ ସମଖୀୟ ପରାକ୍ରାନ୍ତ ଲୋକ ଥିଲେ। Gade chapit la |
ଶଲ୍ଲୁମ୍ କୋରହଙ୍କ ପୁତ୍ର ଥିଲେ। କୋରହ ଅବୀୟାସଫଙ୍କ ପୁତ୍ର ଥିଲେ। ଅବୀୟାସଫ୍ କୋରିଙ୍କ ପୁତ୍ର ଥିଲେ। ଶଲ୍ଲୁମ୍ ଓ ତାଙ୍କର ଭ୍ରାତାମାନେ ଦ୍ୱାରପାଳ ଥିଲେ। ସେମାନେ କୋରହ ପରିବାରବର୍ଗର ଥିଲେ। ସେମାନେ ମନ୍ଦିରର ସେବାକାର୍ଯ୍ୟ ଦାୟିତ୍ୱରେ ଥିଲେ। ସେମାନେ ପବିତ୍ର ତମ୍ବୁର ଦ୍ୱାର ପ୍ରବେଶ ଦ୍ୱାର ଜଗିବା କାର୍ଯ୍ୟ କରୁଥିଲେ। ସେମାନେ ଠିକ୍ ସେହିପରି କଲେ, ଯେପରି ସେମାନଙ୍କର ପୂର୍ବପୁରୁଷମାନେ ପବିତ୍ର ତମ୍ବୁର ପ୍ରବେଶ ଦ୍ୱାର ଜଗିବା କାର୍ଯ୍ୟ କରୁଥିଲେ।