Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 26:9 - ପବିତ୍ର ବାଇବଲ

9 ମଶେଲିମିୟଙ୍କର ପୁତ୍ର ଓ ଆତ୍ମୀୟଗଣ ମହାପରାକ୍ରମୀ ଥିଲେ। ସମୁଦାୟ ଅଠର ଜଣ ପୁତ୍ର ଓ ଆତ୍ମୀୟ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ମଶେଲିମୀୟର ପୁତ୍ର ଓ ଭ୍ରାତୃଗଣ ଅଠର ଜଣ ପରାକ୍ରା; ଲୋକ ଥିଲେ।

Gade chapit la Kopi

ଓଡିଆ ବାଇବେଲ

9 ମଶେଲିମୀୟର ପୁତ୍ର ଓ ଭ୍ରାତୃଗଣ ଅଠର ଜଣ ପରାକ୍ରାନ୍ତ ଲୋକ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ମଶେଲିମୀୟର ପୁତ୍ର ଓ ଭ୍ରାତୃଗଣ ଅଠର ଜଣ ପରାକ୍ରାନ୍ତ ଲୋକ ଥିଲେ।

Gade chapit la Kopi




1 ବଂଶାବଳୀ 26:9
4 Referans Kwoze  

ଶେଲିମିୟଙ୍କୁ ପୂର୍ବ ପାର୍ଶ୍ୱର ଦ୍ୱାର ଜଗିବା ନିମନ୍ତେ ମନୋନୀତ କରାଯାଇଥିଲା। ଏହା ପରେ ଶେଲିମିୟଙ୍କ ପୁତ୍ର ଯିଖରିୟଙ୍କ ନିମନ୍ତେ ଗୁଲିବାଣ୍ଟ କରାଗଲା। ଯିଖରିୟ ଜଣେ ଜ୍ଞାନୀ ପରାମର୍ଶଦାତା ଥିଲେ। ଯିଖରିୟଙ୍କୁ ଉତ୍ତର ପାର୍ଶ୍ୱ ଦ୍ୱାର ନିମନ୍ତେ ମନୋନୀତ କରାଗଲା।


ଦ୍ୱାରପାଳମାନଙ୍କର ଦଳଗୁଡ଼ିକ: କୋରହ ପରିବାରର ଏହିମାନେ ଦ୍ୱାରପାଳ ଥିଲେ। ମଶେଲିମିୟ ଓ ତାଙ୍କର ପୁତ୍ରଗଣ। (ମଶେଲିମିୟ କୋରିଙ୍କର ପୁତ୍ର ଥିଲେ। ସେ ଆସଫଙ୍କ ପରିବାରବର୍ଗରୁ ଆସିଥିଲେ।)


ଏହି ସମସ୍ତ ବ୍ୟକ୍ତିଗଣ ଓବେଦ୍-ଇଦୋମଙ୍କର ବଂଶଧର ଥିଲେ। ସେହି ବ୍ୟକ୍ତିଗଣ ଓ ସେମାନଙ୍କର ପୁତ୍ରଗଣ ଓ ଆତ୍ମୀୟମାନେ ମହାପରାକ୍ରମୀ ଥିଲେ। ସେମାନେ ଅତ୍ୟୁତ୍ତମ ପ୍ରହରୀଗଣ ଥିଲେ। ଓବେଦ୍-ଇଦୋମଙ୍କର ବାଷଠି ଜଣ ବଂଶଧର ଥିଲେ।


ଏହିମାନେ ମରାରି ବଂଶର ଦ୍ୱାରପାଳ ଥିଲେ, ହୋଷାର। ସିମ୍ରି ପ୍ରଥମ ପୁତ୍ର ରୂପେ ମନୋନୀତ ହୋଇଥିଲେ। ଦ୍ୱାରପାଳମାନେ ବିଶେଷ ପ୍ରକାରେ ସଦାପ୍ରଭୁଙ୍କ ମନ୍ଦିରରେ ସେବାକାର୍ଯ୍ୟ କରୁଥିଲେ। ସିମ୍ରି ଜ୍ୟେଷ୍ଠପୁତ୍ର ନ ଥିଲେ, କିନ୍ତୁ ତାଙ୍କ ପିତା ତାଙ୍କୁ ପ୍ରଥମଜାତ ପୁତ୍ରରୂପେ ମନୋନୀତ କଲେ।


Swiv nou:

Piblisite


Piblisite