Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:16 - ପବିତ୍ର ବାଇବଲ

16 ଇସ୍ରାଏଲର ଗୋଷ୍ଠୀଗୁଡ଼ିକର ନେତାମାନେ ଥିଲେ: ରୁବେନ୍: ସିଖ୍ରିଙ୍କ ପୁତ୍ର ଇଲୀୟେଷର୍; ଶିମିୟୋନ୍: ମାଖାଙ୍କ ପୁତ୍ର ଶଫଟିୟ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟ-ମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଷର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ।

Gade chapit la Kopi

ଓଡିଆ ବାଇବେଲ

16 ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଆହୁରି ଇସ୍ରାଏଲର ବଂଶାଧ୍ୟକ୍ଷଗଣ; ରୁବେନୀୟମାନଙ୍କ ମଧ୍ୟରେ ସିଖ୍ରିର ପୁତ୍ର ଅଧ୍ୟକ୍ଷ ଇଲୀୟେଜର; ଶିମୀୟୋନୀୟମାନଙ୍କ ମଧ୍ୟରେ ମାଖାର ପୁତ୍ର ଶଫଟୀୟ।

Gade chapit la Kopi




1 ବଂଶାବଳୀ 27:16
10 Referans Kwoze  

ଏବଂ ନାହୋରର ରୂମା ନାମ୍ନୀ ଦାସୀଠାରୁ ଟେବହ, ଗହନ୍, ତହଶ୍ ଓ ମାଖା ଏମାନେ ଜନ୍ମ ନେଲେ।


ଇସ୍ରାଏଲର ଯେଉଁ ପୁରୁଷ ମିଦିୟନୀୟ ସ୍ତ୍ରୀ ସହିତ ନିହତ ହୋଇଥିଲା, ତାହାର ନାମ ସିମ୍ରି ଓ ସେ ସାଲୂର ପୁତ୍ର ଏବଂ ଶିମିୟୋନ ପରିବାରବର୍ଗର ନେତୃବର୍ଗ ଥିଲେ।


ହି‌ଲ୍‌ଦୟ ଦ୍ୱାଦଶତମ ସେନାଧ୍ୟକ୍ଷ ଥିଲେ। ହି‌ଲ୍‌ଦୟ ଦ୍ୱାଦଶ ମାସର ସେନାଧ୍ୟକ୍ଷ ଥିଲେ। ହି‌ଲ୍‌ଦୟ ନଟୋଫାରୁ ଆସିଥିଲେ। ହି‌ଲ୍‌ଦୟ ଅବନୀୟେଲ ପରିବାରରୁ ଆସିଥିଲେ। ହି‌ଲ୍‌ଦୟଙ୍କ ଦଳରେ 24,000 ଲୋକ ଥିଲେ।


ଲେବୀ: କମୂୟେଲଙ୍କ ପୁତ୍ର ହଶବିୟ; ହାରୋଣ୍: ସାଦୋକ୍;


ଇସ୍ରାଏଲ ଯେତେବେଳେ ସେଠାରେ ରହୁଥିଲେ, ରୁବେନ୍ ଯାଇ ବିଲହା ସହିତ ଶୟନ କଲା। ଯିଏ ଇସ୍ରାଏଲର ଉପପତ୍ନୀ ଥିଲା। ଏହି ବିଷୟରେ ଇସ୍ରାଏଲ ଜାଣିବାକୁ ପାଇଲେ। ଇସ୍ରାଏଲର ବାରଟି ପୁତ୍ର ଥିଲେ।


ସେମାନଙ୍କ ମଧ୍ୟରେ ରୁବେନ୍ ଯାକୁବଙ୍କର ଜ୍ୟେଷ୍ଠ ପୁତ୍ର। ଶିମିୟୋନ, ଲେବୀ, ଯିହୁଦା, ଇଷାଖର ଓ ସବୂଲୂନ ଏମାନେ ଲେୟାର ସନ୍ତାନ।


ଯାକୁବ ତାଙ୍କର ପୁତ୍ରମାନଙ୍କ ସହିତ ମିଶରକୁ ଯାତ୍ରା କଲେ। ପ୍ରତ୍ୟେକ ପୁତ୍ର ସେମାନଙ୍କର ପରିବାର ସହିତ ଗଲେ। ଇସ୍ରାଏଲଙ୍କର ପୁତ୍ରମାନେ ହେଲେ:


ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି; ଯଥା: ରୁବେନ୍ ପରିବାରବର୍ଗର ଶଦେୟରର ପୁତ୍ର ଇଲୀଷୂର।


ଏମାନେ ହେଉଛନ୍ତି ସେହି ଲୋକ ସମାଜ ମଧ୍ୟରୁ ବଛା ଯାଇଛନ୍ତି। ସେମାନେ ସେମାନଙ୍କର ପିତାଙ୍କର ପରିବାରବର୍ଗର ନେତା ଆଉ ଇସ୍ରାଏଲର ବିଭାଗର ନେତା ଥିଲେ।


ଦାଉଦ ଇସ୍ରାଏଲ ଲୋକମାନଙ୍କର ସମସ୍ତ ନେତାଗଣଙ୍କୁ ଏକତ୍ର କଲେ। ସେ ସେହି ନେତାଗଣଙ୍କୁ ଯିରୁଶାଲମକୁ ଆସିବା ନିମନ୍ତେ ଆଦେଶ ଦେଲେ। ଦାଉଦ ସବୁ ଗୋଷ୍ଠୀର ନେତାଗଣ, ରାଜାଙ୍କ ସୈନ୍ୟଦଳର ସେନାଧ୍ୟକ୍ଷଗଣ, ଅଧ୍ୟକ୍ଷଗଣ, ସେନାପତିଗଣ, ରାଜା ଓ ତାହାଙ୍କ ପୁତ୍ରମାନଙ୍କର ସମ୍ପତ୍ତି ଓ ପଶୁପଲର ଯତ୍ନ ନେଉଥିବା କାର୍ଯ୍ୟକାରୀଗଣ, ରାଜାଙ୍କର ବିଶେଷ କର୍ମଗ୍ଭରୀଗଣ, ପରାକ୍ରମୀ ବୀରଗଣ, ଓ ସମସ୍ତ ସାହସୀ ସୈନ୍ୟଗଣଙ୍କୁ ଡାକି ପଠାଇଲେ।


Swiv nou:

Piblisite


Piblisite