Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 27:22 - ପବିତ୍ର ବାଇବଲ

22 ଦାନ୍: ଯିରୋହ‌ମ୍‌ଙ୍କ ପୁତ୍ର ଅସରେଲ। ଏହି ସମସ୍ତେ ଇସ୍ରାଏଲ ପରିବାରର ନେତାଗଣ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ଦାନ୍-ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ।

Gade chapit la Kopi

ଓଡିଆ ବାଇବେଲ

22 ଦାନ୍‍-ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍‍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଦାନ୍ ବଂଶ ମଧ୍ୟରେ ଯିରୋହମର ପୁତ୍ର ଅସରେଲ୍‍; ଏମାନେ ଇସ୍ରାଏଲର ବଂଶାଧ୍ୟକ୍ଷ ଥିଲେ।

Gade chapit la Kopi




1 ବଂଶାବଳୀ 27:22
3 Referans Kwoze  

ଦାଉଦ ଇସ୍ରାଏଲ ଲୋକମାନଙ୍କର ସମସ୍ତ ନେତାଗଣଙ୍କୁ ଏକତ୍ର କଲେ। ସେ ସେହି ନେତାଗଣଙ୍କୁ ଯିରୁଶାଲମକୁ ଆସିବା ନିମନ୍ତେ ଆଦେଶ ଦେଲେ। ଦାଉଦ ସବୁ ଗୋଷ୍ଠୀର ନେତାଗଣ, ରାଜାଙ୍କ ସୈନ୍ୟଦଳର ସେନାଧ୍ୟକ୍ଷଗଣ, ଅଧ୍ୟକ୍ଷଗଣ, ସେନାପତିଗଣ, ରାଜା ଓ ତାହାଙ୍କ ପୁତ୍ରମାନଙ୍କର ସମ୍ପତ୍ତି ଓ ପଶୁପଲର ଯତ୍ନ ନେଉଥିବା କାର୍ଯ୍ୟକାରୀଗଣ, ରାଜାଙ୍କର ବିଶେଷ କର୍ମଗ୍ଭରୀଗଣ, ପରାକ୍ରମୀ ବୀରଗଣ, ଓ ସମସ୍ତ ସାହସୀ ସୈନ୍ୟଗଣଙ୍କୁ ଡାକି ପଠାଇଲେ।


ଇ‌ଲ୍‌କାନା, ଯିଶିୟ, ଅସରେଲ, ଯୋୟେଷର ଓ ଯା‌ଶ୍‌ବିୟାମ୍, କୋରହ ପରିବାରବର୍ଗର ସମସ୍ତ ଲୋକ,


ପୂର୍ବ ମନଃଶିର: ଯିଖରିୟଙ୍କ ପୁତ୍ର ଯିଦ୍ଦୋ; ବିନ୍ୟାମୀନ: ଅ‌‌ବ୍‌‌ନର‌ଙ୍କ ପୁତ୍ର ଯାସୀୟେଲ;


Swiv nou:

Piblisite


Piblisite