1 ବଂଶାବଳୀ 27:5 - ପବିତ୍ର ବାଇବଲ5 ବନାୟ ତୃତୀୟ ସେନାଧ୍ୟକ୍ଷ ଥିଲେ। ବନାୟ ତୃତୀୟ ମାସର ସେନାଧ୍ୟକ୍ଷ ଥିଲେ। ବନାୟ ଯିହୋୟାଦାଙ୍କ ପୁତ୍ର ଥିଲେ। ଯିହୋୟାଦା ମୁଖ୍ୟ ଯାଜକ ଥିଲେ। ବନାୟଙ୍କ ଦଳରେ 24,000 ଲୋକ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)5 ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Gade chapit laଓଡିଆ ବାଇବେଲ5 ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ତୃତୀୟ ମାସ ନିମନ୍ତେ ତୃତୀୟ ସେନାପତି ଯିହୋୟାଦା ଯାଜକର ପୁତ୍ର ବନାୟ ପ୍ରଧାନ ଥିଲା; ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Gade chapit la |