1 ବଂଶାବଳୀ 27:9 - ପବିତ୍ର ବାଇବଲ9 ଇରା ଷଷ୍ଠ ମାସରେ ସେନାଧ୍ୟକ୍ଷ ଥିଲେ। ଇରା ଇକ୍କେଶଙ୍କ ପୁତ୍ର ଥିଲେ। ଇକ୍କେଶ ତକ୍କୋୟୀୟ ସହର ନିବାସୀ ଥିଲେ। ଇରାଙ୍କ ଦଳରେ 24,000 ଲୋକ ଥିଲେ। Gade chapit laପବିତ୍ର ବାଇବଲ (Re-edited) - (BSI)9 ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍କେଶର ପୁତ୍ର ଇରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Gade chapit laଓଡିଆ ବାଇବେଲ9 ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍କେଶର ପୁତ୍ର ଈରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଷଷ୍ଠ ମାସ ନିମନ୍ତେ ଷଷ୍ଠ ସେନାପତି ତକୋୟୀୟ ଇକ୍କେଶର ପୁତ୍ର ଈରା ଥିଲା; ଆଉ ତାହାର ପାଳିରେ ଚବିଶ ହଜାର ଲୋକ ଥିଲେ। Gade chapit la |