Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 3:10 - ପବିତ୍ର ବାଇବଲ

10 ଶଲୋମନଙ୍କର ପୁତ୍ର ଥିଲେ ରିହବିୟାମ୍ ଓ ରିହବିୟାମଙ୍କର ପୁତ୍ର ଥିଲେ ଅବିୟ। ଅବିୟଙ୍କର ପୁତ୍ର ଥିଲେ ଆସା। ଆସାଙ୍କର ପୁତ୍ର ଥିଲେ ଯିହୋଶାଫଟ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ଶଲୋମନଙ୍କର ପୁତ୍ର ରିହବୀୟାମ୍, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ;

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍‍;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ଶଲୋମନଙ୍କର ପୁତ୍ର ରିହବୀୟାମ, ତାଙ୍କର ପୁତ୍ର ଅବୀୟ, ତାହାର ପୁତ୍ର ଆସା, ତାହାର ପୁତ୍ର ଯିହୋଶାଫଟ୍‍;

Gade chapit la Kopi




1 ବଂଶାବଳୀ 3:10
12 Referans Kwoze  

ତା'ପରେ ଶଲୋମନ ମୃତ୍ୟୁବରଣ କଲେ ଓ ପିତୃଲୋକଙ୍କ ସହିତ ନିଜ ପିତା ଦାଉଦ ନଗରରେ କବର ପାଇଲେ। ତା'ପରେ ତାହାଙ୍କ ପୁତ୍ର ରିହବିୟାମ ରାଜା ହେଲେ।


ଆସାଙ୍କ ସ୍ଥାନରେ ଯିହୋଶାଫଟ୍ ଯିହୁଦାର ନୂତନ ରାଜା ହେଲେ। ଯିହୋଶାଫଟ୍ ଆସାଙ୍କର ପୁତ୍ର ଥିଲେ। ଯିହୋଶାଫଟ୍ ଯିହୁଦାକୁ ଆହୁରି ବଳିଷ୍ଠ କଲେ, ଯେପରି ସେମାନେ ଇସ୍ରାଏଲ ବିରୁଦ୍ଧରେ ଲଢ଼େଇ କରି ପାରିବେ।


ଏହା ପରେ ଆସା ମୃତ୍ୟୁବରଣ କଲେ ଓ ନିଜର ପିତୃପୁରୁଷଗଣଙ୍କ ସହିତ ଦାଉଦ ନଗରରେ କବର ପ୍ରାପ୍ତ ହେଲେ। ତାଙ୍କ ମୃତ୍ୟୁପରେ ତାଙ୍କର ପୁତ୍ର ଯିହୋଶାଫଟ୍ ରାଜତ୍ୱ କଲେ।


ଯେତେବେଳେ ଅବିୟାମ ମଲେ ତାଙ୍କୁ ପିତୃ ଲୋକଙ୍କ ସହିତ ଦାଉଦ ନଗରରେ କବର ଦିଆଗଲା। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଆସା ପରବର୍ତ୍ତୀ ରାଜା ହେଲେ।


ରିହବିୟାମଙ୍କ ମୃତ୍ୟୁ ହେଲା ଓ ସେ ନିଜ ପିତୃଲୋକଙ୍କ ସହିତ କବର ପାଇଲା। ସେ ଦାଉଦ ନଗରର ପିତୃଲୋକଙ୍କ କବରରେ କବର ପାଇଲା। ତାଙ୍କର ମାତା ଅମ୍ମୋନୀୟା ନୟମା ଥିଲେ। ତାଙ୍କ ପରେ ତାଙ୍କ ପୁତ୍ର ଅବିୟାମ ରାଜା ହେଲେ।


ଅବିୟ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ ଶୟନ କଲେ, ଲୋକମାନେ ତାଙ୍କୁ ଦାଉଦଙ୍କ ନଗରରେ କବର ଦେଲେ। ଏହା ପରେ ଅବିୟଙ୍କ ପୁତ୍ର ଆସା, ଅବିୟଙ୍କ ସ୍ଥାନରେ ନୂତନ ରାଜା ହେଲେ। ଦଶ ବର୍ଷ ପର୍ଯ୍ୟନ୍ତ ଦେଶରେ ଶାନ୍ତି ଅବସ୍ଥାନ କରିଥିଲା।


ରାଜା ଯାରବିୟା‌ମଙ୍କ ରାଜତ୍ୱର ଅଠର ବର୍ଷରେ ଅବିୟ ଯିହୁଦାର ନୂତନ ରାଜା ହେଲେ।


ରିହବିୟାମ ଓ ଯାରବିୟାମ ସର୍ବଦା ପରସ୍ପର ବିରୁଦ୍ଧରେ ଯୁଦ୍ଧରେ ରତ ରହୁଥିଲେ।


ଏମାନେ ସମସ୍ତେ ଦାଉଦଙ୍କ ପୁତ୍ରଗଣ ଥିଲେ। ଏହାଛଡ଼ା ତାଙ୍କର ଉପପତ୍ନୀମାନଙ୍କର ମଧ୍ୟ ପୁତ୍ରଗଣ ଥିଲେ। ତାମର ସେମାନଙ୍କର ଭଉଣୀ ଥିଲେ।


ଯିହୋଶାଫ‌ଟଙ୍କର ପୁତ୍ର ଥିଲେ ଯୋରାମ। ଯୋରାମଙ୍କର ପୁତ୍ର ଥିଲେ ଅହସିୟ। ଅହସିୟଙ୍କର ପୁତ୍ର ଥିଲେ ଯୋୟାଶ୍।


Swiv nou:

Piblisite


Piblisite