Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 3:11 - ପବିତ୍ର ବାଇବଲ

11 ଯିହୋଶାଫ‌ଟଙ୍କର ପୁତ୍ର ଥିଲେ ଯୋରାମ। ଯୋରାମଙ୍କର ପୁତ୍ର ଥିଲେ ଅହସିୟ। ଅହସିୟଙ୍କର ପୁତ୍ର ଥିଲେ ଯୋୟାଶ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ତାହାର ପୁତ୍ର ଯୋରାମ୍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍;

Gade chapit la Kopi

ଓଡିଆ ବାଇବେଲ

11 ତାହାର ପୁତ୍ର ଯୋରାମ୍‍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍‍;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତାହାର ପୁତ୍ର ଯୋରାମ୍‍, ତାହାର ପୁତ୍ର ଅହସୀୟ, ତାହାର ପୁତ୍ର ଯୋୟାଶ୍‍;

Gade chapit la Kopi




1 ବଂଶାବଳୀ 3:11
15 Referans Kwoze  

ଯିହୋରାମ ମୃତ୍ୟୁବରଣ କଲେ ଓ ସେ ତାଙ୍କର ପୂର୍ବପୁରୁଷଙ୍କ ସହିତ ଦାଉଦ ନଗରରେ କବର ପ୍ରାପ୍ତ ହେଲେ। ତା'ପରେ ଯିହୋରାମଙ୍କ ପୁତ୍ର ଅହସିୟ ତାଙ୍କ ପଦରେ ରାଜା ହେଲେ।


ସେହି ଲୋକମାନେ ଯିହୁଦା ଦେଶ ଆକ୍ରମଣ କଲେ। ସେମାନେ ରାଜାଙ୍କ ଗୃହରେ ଥିବା ସମସ୍ତ ଧନରତ୍ନ ଲୁଟି ନେଲେ ଓ ଯିହୋରା‌ମଙ୍କ ପୁତ୍ର ଓ ସ୍ତ୍ରୀଗଣଙ୍କୁ ନେଇଗଲେ। କେବଳ ଯିହୋରା‌ମଙ୍କ କନିଷ୍ଠ ପୁତ୍ର ରକ୍ଷା ପାଇଯାଇଥିଲା। ଯିହୋରା‌ମଙ୍କ କନିଷ୍ଠ ପୁତ୍ରର ନାମ ଥିଲା ଯିହୋୟାହସ୍।


ଏହା ପରେ ଯିହୋଶାଫଟ୍ ମୃତ୍ୟୁବରଣ କଲେ ଓ ତାଙ୍କର ପୂର୍ବପୁରୁଷମାନଙ୍କ ସହିତ କବରପ୍ରାପ୍ତ ହେଲେ। ସେ ଦାଉଦଙ୍କ ନଗରରେ କବର ପାଇଲେ। ଯିହୋଶାଫ‌ଟଙ୍କ ସ୍ଥାନରେ ଯିହୋରାମ୍ ନୂତନ ରାଜା ହେଲେ।


ଯୋୟାଶ ସାତ ବର୍ଷ ବୟସରେ ରାଜତ୍ୱ କଲେ।


ଯୋୟାଶ୍ ରାଜା ହେବା ସମୟରେ ସାତ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଗ୍ଭଳିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ସିବିୟା। ସିବିୟା ବେରଶେବା ସହରରୁ ଆସିଥିଲେ।


ଯିହୋରାମ୍ ସୁସ୍ଥ ହେବା ନିମନ୍ତେ ଯିଷ୍ରିୟେଲ୍ ସହରକୁ ଫେରିଗଲେ। ସେ ଅରାମର ରାଜା ହସାୟେଲ ବିରୁଦ୍ଧରେ ରାମୋ‌ତ୍‌ରେ ଯୁଦ୍ଧ କରୁଥିବା ସମୟରେ ଆହତ ହୋଇଥିଲେ। ଏହା ପରେ ଅହସିୟ, ଯିହୁଦା ରାଜା ଯୋରାମଙ୍କର ପୁତ୍ର, ଆହାବଙ୍କର ପୁତ୍ର ଯିହୋରାମଙ୍କୁ ସାକ୍ଷାତ କରିବା ନିମନ୍ତେ ଯିଷ୍ରିୟେଲ ସହରକୁ ଗଲେ। ଯିହୋରାମ୍ ଯିଷ୍ରିୟେଲ ସହରରେ ଥିଲେ, କାରଣ ସେ ଆହତ ହୋଇଥିଲେ।


ମାତ୍ର ଯୋରାମଙ୍କ ରାଜକନ୍ୟା, ଅହସିୟଙ୍କର ଭଗିନୀ ଯିହୋଶେବା ଯେତେବେଳେ ଦେଖିଲେ ରାଜପୁତ୍ରମାନେ ନିହତ ହେଲେ, ସେ ପୁତ୍ରମାନଙ୍କ ମଧ୍ୟରୁ ଯୋୟାଶକୁ ନେଇଗଲେ। ସେ ଶିଶୁ ଯୋୟାଶ ଓ ତାହାର ଧାତ୍ରୀକୁ ନେଇ ଶୟନାଗାରରେ ଲୁଗ୍ଭଇ ରଖିଲା। ତାକୁ ଲୁଗ୍ଭଇ ରଖିବାରୁ ସେ ଅଥଲିୟାଠାରୁ ହତ ହେଲା ନାହିଁ।


ଆହାବଙ୍କ ପୁତ୍ର ଯୋରାମ ଇସ୍ରାଏଲରେ ରାଜତ୍ୱ କରିବାର ପଞ୍ଚମ ବର୍ଷରେ ଯିହୋଶାଫଟଙ୍କ ପୁତ୍ର ଯିହୋରାମ ଯିହୁଦାର ରାଜା ହେଲେ।


ଯିହୋଶାଫ‌ଟଙ୍କ ମୃତ୍ୟୁ ପରେ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ ଦାଉଦ ନଗରରେ କବରପ୍ରାପ୍ତ ହେଲେ। ତାଙ୍କ ଅନ୍ତେ ତାଙ୍କ ପୁତ୍ର ଯିହୋରାମ୍ ରାଜା ହେଲେ।


ଶଲୋମନଙ୍କର ପୁତ୍ର ଥିଲେ ରିହବିୟାମ୍ ଓ ରିହବିୟାମଙ୍କର ପୁତ୍ର ଥିଲେ ଅବିୟ। ଅବିୟଙ୍କର ପୁତ୍ର ଥିଲେ ଆସା। ଆସାଙ୍କର ପୁତ୍ର ଥିଲେ ଯିହୋଶାଫଟ୍।


ଯୋୟାଶଙ୍କ ପୁତ୍ର ଥିଲେ ଅମତ୍‌ସିୟ। ଅମତ୍‌ସିୟଙ୍କ ପୁତ୍ର ଥିଲେ ଅସରିୟ। ଅସରିୟଙ୍କ ପୁତ୍ର ଥିଲେ ଯୋଥମ୍।


ଯିହୁଦାର ରାଜା ଯିହୋଶାଫ‌ଟଙ୍କ ରାଜତ୍ୱର ସପ୍ତଦଶ ବର୍ଷରେ ଆହାବଙ୍କ ପୁତ୍ର ଅହସିୟ ଇସ୍ରାଏଲର ରାଜା ହେଲେ। ସେ ଶମରିୟାରେ ଦୁଇ ବର୍ଷ ଶାସନ କଲେ।


ଆହାବଙ୍କ ପୁତ୍ର ଯୋରାମ ଇସ୍ରାଏଲ ଭୂଖଣ୍ତର ରାଜା ଦ୍ୱାଦଶ ବର୍ଷରେ ଯିହୋରାମଙ୍କ ପୁତ୍ର ଅହସିୟ ଯିହୁଦାର ରାଜା ହେଲେ।


ଇସ୍ରାଏଲରେ ଯେହୂଙ୍କ ରାଜତ୍ୱର ସପ୍ତମ ବର୍ଷରେ ଯୋୟାଶଙ୍କ ଶାସନ ଆରମ୍ଭ ହେଲା। ସେ ଯିରୁଶାଲମରେ ଗ୍ଭଳିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କର ମାତା ‌ବେ‌ର୍‌ଶେବା ନିବାସିନୀ ସିବିୟା ନାମରେ ଖ୍ୟାତ ଥିଲେ।


Swiv nou:

Piblisite


Piblisite