Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 3:12 - ପବିତ୍ର ବାଇବଲ

12 ଯୋୟାଶଙ୍କ ପୁତ୍ର ଥିଲେ ଅମତ୍‌ସିୟ। ଅମତ୍‌ସିୟଙ୍କ ପୁତ୍ର ଥିଲେ ଅସରିୟ। ଅସରିୟଙ୍କ ପୁତ୍ର ଥିଲେ ଯୋଥମ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତାହାର ପୁତ୍ର ଅମତ୍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍;

Gade chapit la Kopi

ଓଡିଆ ବାଇବେଲ

12 ତାହାର ପୁତ୍ର ଅମତ୍‍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍‍;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତାହାର ପୁତ୍ର ଅମତ୍‍ସୀୟ, ତାହାର ପୁତ୍ର ଅସରୀୟ, ତାହାର ପୁତ୍ର ଯୋଥମ୍‍;

Gade chapit la Kopi




1 ବଂଶାବଳୀ 3:12
12 Referans Kwoze  

ଅମତ୍‌ସିୟ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଅଣତିରିଶ୍ ବର୍ଷ ରାଜତ୍ୱ କଲେ। ତାଙ୍କ ମାତାଙ୍କର ନାମ ଥିଲା ଯିହୋୟଦ୍ଦନ୍। ଯିହୋୟଦ୍ଦନ୍ ଯିରୁଶାଲମରୁ ଆସିଥିଲେ।


ଏହା ପରେ ଏଲାଙ୍କର ପୁତ୍ର ହୋଶେୟ ରମଲିୟଙ୍କର ପୁତ୍ର ପେକହଙ୍କର ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ସେ ତାଙ୍କୁ ଆଘାତ କରି ବଧ କଲେ। ପୁଣି ଯିହୁଦା ଉପରେ ଉଷିୟଙ୍କର ପୁତ୍ର ଯୋଥମଙ୍କର ରାଜତ୍ୱର କୋଡ଼ିଏ ବର୍ଷରେ ତାଙ୍କର ପଦରେ ରାଜ୍ୟ କଲେ।


ଅନନ୍ତର ଯିହୁଦାର ସମସ୍ତ ଲୋକ ଅମ‌ତ୍‌ସିୟଙ୍କର ଷୋହଳ ବର୍ଷର ପୁତ୍ର ଅସରିୟଙ୍କୁ ତାଙ୍କ ପିତାଙ୍କ ପଦରେ ରାଜା କଲେ।


ଇସ୍ରାଏଲର ରାଜା ଯିହୋୟାହ‌ସଙ୍କ ପୁତ୍ର ଯୋୟାଶଙ୍କର ରାଜତ୍ୱର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଯୋୟାଶଙ୍କର ପୁତ୍ର ଅମ‌ତ୍‌ସିୟ ରାଜ୍ୟ କରିବାକୁ ଆରମ୍ଭ କଲେ।


ଯୋଥାମ୍ ରାଜା ହେବା ସମୟରେ ପଚିଶ୍ ବର୍ଷ ବୟସ୍କ ହୋଇଥିଲେ। ସେ ଯିରୁଶାଲମରେ ଷୋହଳ ବର୍ଷ ରାଜତ୍ୱ କଲେ। ତାଙ୍କର ମାତାଙ୍କର ନାମ ଥିଲା ଯିରୁଶା। ଯିରୁଶା ସାଦୋକଙ୍କର କନ୍ୟା ଥିଲେ।


ଏହା ପରେ ଯିହୁଦାର ଲୋକମାନେ ଉଷିୟଙ୍କୁ ଅମତ୍‌ସିୟଙ୍କ ସ୍ଥାନରେ ନୂତନ ରାଜା ହେବା ନିମନ୍ତେ ମନୋନୀତ କଲେ। ଅମତ୍‌ସିୟ ଊଷିୟଙ୍କ ପିତା ଥିଲେ ଉଷିୟ ଷୋହଳ ବର୍ଷ ବୟସ୍କ ହୋଇଥିବା ସମୟରେ ଏହିପରି ଘଟିଲା।


ଇସ୍ରାଏଲର ରାଜା ରମଲିୟଙ୍କର ପୁତ୍ର ପେକହଙ୍କ ରାଜତ୍ୱର ଦ୍ୱିତୀୟ ବର୍ଷରେ ଯିହୁଦାର ରାଜା ଉଷିୟଙ୍କର ପୁତ୍ର ଯୋଥମ୍ ରାଜ୍ୟ କରିବାକୁ ଆରମ୍ଭ କଲେ।


ପୁଣି ସଦାପ୍ରଭୁ ଅସରିୟଙ୍କୁ ମରଣ ପର୍ଯ୍ୟନ୍ତ କୁଷ୍ଠୀ କରିଦେଲେ ଓ ସେ ଏକ ପୃଥକ ଗୃହରେ ବାସ କଲେ। ଆଉ ରାଜାଙ୍କର ପୁତ୍ର ଯୋଥମ୍ ଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଗ୍ଭର କଲେ।


ଯିହୋଶାଫ‌ଟଙ୍କର ପୁତ୍ର ଥିଲେ ଯୋରାମ। ଯୋରାମଙ୍କର ପୁତ୍ର ଥିଲେ ଅହସିୟ। ଅହସିୟଙ୍କର ପୁତ୍ର ଥିଲେ ଯୋୟାଶ୍।


ଯୋଥ‌‌ମଙ୍କ ପୁତ୍ର ଥିଲେ ଆହସ। ଆହସଙ୍କ ପୁତ୍ର ଥିଲେ ହିଜକିୟ। ହିଜକିୟଙ୍କ ପୁତ୍ର ଥିଲେ ମନଃଶି।


ଅସରିୟଙ୍କର ମୃତ୍ୟୁ ହେଲା ଓ ସେ ତାଙ୍କର ପୂର୍ବପୁରୁଷଗଣଙ୍କ ସହିତ ଦାଉଦ ନଗରରେ କବର ପାଇଲେ। ଅସରିୟଙ୍କର ମୃତ୍ୟୁପରେ, ଯୋଥମ୍ ଅସରିୟଙ୍କ ପୁତ୍ର ନୂତନ ରାଜା ରୂପେ ପରିଚିତ ହେଲେ।


Swiv nou:

Piblisite


Piblisite