1 ବଂଶାବଳୀ 3:13 - ପବିତ୍ର ବାଇବଲ13 ଯୋଥମଙ୍କ ପୁତ୍ର ଥିଲେ ଆହସ। ଆହସଙ୍କ ପୁତ୍ର ଥିଲେ ହିଜକିୟ। ହିଜକିୟଙ୍କ ପୁତ୍ର ଥିଲେ ମନଃଶି। Gade chapit laପବିତ୍ର ବାଇବଲ (Re-edited) - (BSI)13 ତାହାର ପୁତ୍ର ଆହସ୍, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି; Gade chapit laଓଡିଆ ବାଇବେଲ13 ତାହାର ପୁତ୍ର ଆହସ୍, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତାହାର ପୁତ୍ର ଆହସ୍, ତାହାର ପୁତ୍ର ହିଜକୀୟ, ତାହାର ପୁତ୍ର ମନଃଶି; Gade chapit la |
ହିଜକିୟ ଯିହୁଦାର ରାଜା ଥିବା ସମୟରେ ଏହା ଘଟିଲା। ସେହି ଲୋକମାନେ ଗଦୋରକୁ ଆସିଲେ ଓ ହାମଙ୍କ ବଂଶଧରମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ସେମାନେ ହମାତୀୟ ଲୋକମାନଙ୍କର ତମ୍ବୁସବୁ ନଷ୍ଟ କରିଦେଲେ। ସେହି ଲୋକମାନେ ସେଠାରେ ବାସ କରୁଥିବା ମିୟନୀୟ ଲୋକମାନଙ୍କ ସହିତ ମଧ୍ୟ ଯୁଦ୍ଧ କଲେ। ସେମାନେ ସମସ୍ତେ ମିୟନୀୟ ଲୋକମାନଙ୍କୁ ବିନାଶ କଲେ। ଆଜି ମଧ୍ୟ ସେଠାରେ କୌଣସି ମିୟନୀୟ ଲୋକ ନାହାନ୍ତି। ତେଣୁ ଏହି ଲୋକମାନେ ସେଠାରେ ବସବାସ କରିବାକୁ ଆରମ୍ଭ କଲେ।