1 ବଂଶାବଳୀ 3:16 - ପବିତ୍ର ବାଇବଲ16 ଯିହୋୟାକୀମଙ୍କ ପୁତ୍ର ଥିଲେ ଯିହୋୟାଖୀନ୍, ତାଙ୍କର ପୁତ୍ର ଥିଲେ ସିଦିକିୟ। Gade chapit laପବିତ୍ର ବାଇବଲ (Re-edited) - (BSI)16 ପୁଣି ଯିହୋୟାକୀମ୍ର ସନ୍ତାନଗଣନ୍ତତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ। Gade chapit laଓଡିଆ ବାଇବେଲ16 ପୁଣି, ଯିହୋୟାକୀମ୍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ପୁଣି, ଯିହୋୟାକୀମ୍ର ସନ୍ତାନଗଣ; ତାହାର ପୁତ୍ର ଯିକନୀୟ, ତାହାର ପୁତ୍ର ସିଦିକୀୟ। Gade chapit la |
ଅନନ୍ତର ଯିହୁଦାର ରାଜା ଯିହୋୟାଖୀନଙ୍କ ବନ୍ଦୀତ୍ୱର ସଇଁତିରିଶ୍ ବର୍ଷର ଦ୍ୱାଦଶ ମାସରେ, ମାସର ସତାଇଶ୍ ଦିନରେ ବାବିଲ ରାଜା ଇବିଲ-ମରୋଦକ୍। ସେ ରାଜତ୍ୱ ଆରମ୍ଭ କରିବା ବର୍ଷରେ ବନ୍ଦୀରୁ ଯିହୁଦାର ରାଜା ଯିହୋୟାଖୀନଙ୍କୁ ବାହାର କଲେ ଓ ତାଙ୍କୁ ଅନ୍ୟ ରାଜାଙ୍କଠାରୁ ତାଙ୍କୁ ଅଧିକ ମହତ୍ତ୍ୱପୂର୍ଣ୍ଣ ସ୍ଥାନରେ ବସିବାକୁ ଦେଲେ। ତାହା ବାବିଲୋନରେ ତାଙ୍କ ସହିତ ଏପରି ଥିଲା।