1 ବଂଶାବଳୀ 3:17 - ପବିତ୍ର ବାଇବଲ17 ଯିକନିୟ ବାବିଲୋନ୍ରେ ବନ୍ଦୀ ହୋଇ ଯିବା ପରେ, ଯିକନିୟଙ୍କର ସନ୍ତାନମାନଙ୍କର ତାଲିକା। ତାଙ୍କର ସନ୍ତାନମାନେ ଥିଲେ; ଶଲ୍ଟୀୟେଲ୍, Gade chapit laପବିତ୍ର ବାଇବଲ (Re-edited) - (BSI)17 ବନ୍ଦୀ ଯିକନୀୟର ସନ୍ତାନଗଣ; Gade chapit laଓଡିଆ ବାଇବେଲ17 ବନ୍ଦୀ ଯିକନୀୟର ସନ୍ତାନଗଣ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ବନ୍ଦୀ ଯିକନୀୟର ସନ୍ତାନଗଣ; Gade chapit la |
ଏହା ପରେ ଦ୍ୱିତୀୟ ବର୍ଷର ଦ୍ୱିତୀୟ ମାସରେ ପରମେଶ୍ୱରଙ୍କ ଯିରୁଶାଲମସ୍ଥିତ ମନ୍ଦିରରେ ଶଲ୍ଟୀୟେଲର ପୁତ୍ର ସରୁବ୍ବାବିଲ, ଯୋଷାଦକର ପୁତ୍ର ଯେଶୂୟ ଓ ସେମାନଙ୍କର ଅବଶିଷ୍ଟ ଯାଜକ ଓ ଲେବୀୟ ଭାତୃଗଣ, ବନ୍ଦୀ ଦଶାରୁ ଯିରୁଶାଲମକୁ ଆଗତ ଲୋକମାନେ ସଦାପ୍ରଭୁଙ୍କ ମନ୍ଦିର କାର୍ଯ୍ୟରେ ତତ୍ତ୍ୱାବଧାରଣ ନିମନ୍ତେ କୋଡ଼ିଏ ବର୍ଷ ଓ ତତୋଧିକ ବୟସ୍କ ଲେବୀୟମାନଙ୍କୁ ନିଯୁକ୍ତ କଲେ।