Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 3:21 - ପବିତ୍ର ବାଇବଲ

21 ହନାନିୟଙ୍କର ପୁତ୍ରମାନେ ଥିଲେ ପ୍ଲଟିୟ ଓ ତାଙ୍କର ପୁତ୍ର ଥିଲେ ଯିଶାୟାହ। ତାଙ୍କର ପୁତ୍ର ଥିଲେ: ରଫାୟର ଓ ତାଙ୍କର ପୁତ୍ର ଥିଲେ ଅର୍ଣ୍ଣନ ଓ ତାଙ୍କର ପୁତ୍ର ଥିଲେ ଓବଦିୟର ଓ ତାଙ୍କର ପୁତ୍ର ଥିଲେ ଶଖନିୟର।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।

Gade chapit la Kopi

ଓଡିଆ ବାଇବେଲ

21 ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ଆଉ ହନାନୀୟର ସନ୍ତାନ ପ୍ଲଟୀୟ ଓ ଯିଶାୟାହ; ରଫାୟର ପୁତ୍ରଗଣ, ଅର୍ଣ୍ଣନର ପୁତ୍ରଗଣ, ଓବଦୀୟର ପୁତ୍ରଗଣ, ଶଖନୀୟର ପୁତ୍ରଗଣ।

Gade chapit la Kopi




1 ବଂଶାବଳୀ 3:21
5 Referans Kwoze  

ପଲାଟିୟ, ହାନନ୍ ଓ ଅନାୟ,


ସରୁବ୍ବାବିଲଙ୍କର ଆହୁରି ପାଞ୍ଚ ପୁତ୍ର ଥିଲେ। ସେମାନଙ୍କର ନାମ ଥିଲା ହଶୂବା, ଓହେଲ, ବେରିଖିୟ, ହସଦିୟ ଓ ଯୁଶବ ହେଷଦ୍।


ଶଖନିୟରଙ୍କର ବଂଶଧରମାନଙ୍କର ତାଲିକା ଏହି: ଶମୟିୟ। ଶମୟିୟଙ୍କର ଛଅ ପୁତ୍ର ଥିଲେ: ହଟୂଶ୍, ଯିଗାଲ, ବାରୀହ, ନିୟରିୟ, ଶେମାଯିହ ଓ ଶାଫଟ୍।


ସେ ଏଦନ୍, ମିନ୍ୟାମିନ, ଯେଶୂୟ, ଶମୟିୟ, ଅମରିୟ ଓ ଶିଖନିୟ କୋରିଙ୍କୁ ସାହାଯ୍ୟ କରୁଥିଲେ। ସେହି ବ୍ୟକ୍ତିମାନେ, ଯାଜକମାନେ ବାସ କରୁଥିବା ସହରଗୁଡ଼ିକରେ ବିଶ୍ୱସ୍ତ ଭାବରେ ସେବାକାର୍ଯ୍ୟ କରୁଥିଲେ। ସେମାନେ ସଂଗୃହୀତ ସାମଗ୍ରୀକୁ ସେମାନଙ୍କର ଆତ୍ମୀୟ ଯାଜକମାନଙ୍କୁ ଦେଲେ, ସେମାନେ ବୃଦ୍ଧ ହୁଅନ୍ତୁ ବା ତରୁଣ।


ଶଖନିୟର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ, ପରିୟୋଶର ଭବିଷ୍ୟଦ୍ ବଂଶଧରମାନଙ୍କ ମଧ୍ୟରୁ ଜିଖରିୟ ଏବଂ 150 ଜଣ ପୁରୁଷ ତାଙ୍କ ସହିତ ପଞ୍ଜିକୃତ ହୋଇଥିଲେ।


Swiv nou:

Piblisite


Piblisite