Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 4:13 - ପବିତ୍ର ବାଇବଲ

13 କନସଙ୍କର ପୁତ୍ରମାନେ ଥିଲେ ଅତ୍ନୀୟେଲ ଓ ସରାୟ, ଅତ୍ନୀୟେଲଙ୍କର ପୁତ୍ରମାନେ ଥିଲେ ହଥତ୍ ଓ ମିୟୋନୋଥୟ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 କନସର ପୁତ୍ର ଅନିୀୟେଲ ଓ ସରାୟ; ଅନିୀୟେଲର ପୁତ୍ରମାନେ; ହଥତ୍।

Gade chapit la Kopi

ଓଡିଆ ବାଇବେଲ

13 କନସର ପୁତ୍ର ଅତ୍ନୀୟେଲର ଓ ସରାୟ; ଅତ୍ନୀୟେଲର ପୁତ୍ରମାନେ; ହଥତ୍‍।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 କନସର ପୁତ୍ର ଅତ୍ନୀୟେଲର ଓ ସରାୟ; ଅତ୍ନୀୟେଲର ପୁତ୍ରମାନେ; ହଥତ୍‍।

Gade chapit la Kopi




1 ବଂଶାବଳୀ 4:13
5 Referans Kwoze  

କାଲେ‌‌ବ୍‌‌ର ଭାଇ କ‌ନସର ପୁତ୍ର ଅତ୍ନୀୟେଲ ସେ ସହରକୁ ପରାସ୍ତ କଲେ। ତେଣୁ କାଲେବ୍ ନିଜର କନ୍ୟା ଅ‌କ୍‌ଷାକୁ ଅତ୍ନୀୟେଲ ସହିତ ବିବାହ ଦେଲେ।


କାଲେ‌ବ୍‌ର ଜଣେ କନିଷ୍ଠ ଭାଇ ଥିଲେ ଯାହାର ନାମ ଥିଲା କ‌ନ୍‌ସର। କ‌ନ୍‌ସରର ପୁତ୍ର ଅତ୍ନୀୟେଲ। ଅତ୍ନୀୟେଲ କରିୟଥ-ସେଫରର ସହର ଅଧିକାର କରିଥିଲେ ଏବଂ କାଲେବ୍ ତାଙ୍କୁ ଅ‌କ୍‌ଷାରକୁ ବିବାହ ଦେଲେ।


ଇଷ୍ଟୋନ ବୈ‌ଥ୍‌ରାଫା, ପାସେହ ଓ ତହିନ୍ନଙ୍କର ପିତା ଥିଲେ। ତହିନ୍ନ ଈର, ନାହ‌‌ସଙ୍କର ପିତା ଥିଲେ। ଏହି ବ୍ୟକ୍ତିଗଣ ରେକା ନିବାସୀ ଥିଲେ।


ମିୟୋନୋଥୟ ଅଫ୍ରାଙ୍କର ପିତା ଥିଲେ। ଏବଂ ସରାୟ ଯୋୟାବଙ୍କର ପିତା ଥିଲେ। ଯୋୟାବ କାରିଗର ଉପତ୍ୟକା ସହରର ପ୍ରତିଷ୍ଠାତା ଥିଲେ। ଏହି ସହର କାରିଗର ଉପତ୍ୟକା ନାମରେ ଡକାଯାଏ। ସେହି ସ୍ଥାନର ଅଧିବାସୀମାନେ ଏହି ନାମ ବ୍ୟବହାର କରୁଥିଲେ। କାରଣ ଏହାର ଲୋକମାନେ ଖୁବ୍ ଦକ୍ଷ କାରିଗର ଥିଲେ।


Swiv nou:

Piblisite


Piblisite