Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 4:17 - ପବିତ୍ର ବାଇବଲ

17-18 ଏଜ୍ରାଙ୍କର ପୁତ୍ରମାନେ ଥିଲେ ଯେଥର, ମେରଦ, ଏଫର ଓ ଯାଲୋନ୍। ମେରଦଙ୍କର ବିଥୀୟା ନାମ୍ନୀ ଜଣେ ମିଶରୀୟା ସ୍ତ୍ରୀ ଥିଲେ। ସେ ଗର୍ଭଧାରଣ କଲେ ଏବଂ ମରିୟମ, ଶମ୍ମୟ ଓ ଇଷ୍ଟିମୋୟଙ୍କର ପିତା ଯି‌ଶ୍‌ବହଙ୍କୁ ଜନ୍ମ ଦେଲେ ଏବଂ ତାଙ୍କର ଯିହୁଦୀୟ ପତ୍ନୀ ଯେରଦ୍ ହେବର ଓ ଯିକୂଥୀୟେଲଙ୍କୁ ଜନ୍ମ ଦେଲେ। ଯେରଦ୍ ଗେଦାରଙ୍କ ପିତା ଥିଲେ। ହେବର୍ ସୋଖଙ୍କର ପିତା ଥିଲେ ଏବଂ ଯିକୂଥୀୟେଲ ଯିନୋହଙ୍କର ପିତା ଥିଲେ। ଏହିସବୁ ପୁତ୍ର ବିଥୀୟାଙ୍କର ଥିଲେ। ବିଥୀୟା ଫାରୋଙ୍କର କନ୍ୟା ଥିଲେ। ସେ ମେରଦଙ୍କର ମିଶରୀୟା ପତ୍ନୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ, ଏଜ୍ରାର ପୁତ୍ରଗଣ; ଯେଥର୍ ଓ ମେରଦ୍ ଓ ଏଫର୍ ଓ ଯାଲୋନ୍; (ମେରଦ୍ର) ଭାର୍ଯ୍ୟା ମରୀୟମ, ଶମ୍ମୟ ଓ ଇଷ୍ଟିମୋୟର ପିତା ଯିଶ୍ବହକୁ ପ୍ରସବ କଲା।

Gade chapit la Kopi

ଓଡିଆ ବାଇବେଲ

17 ଆଉ, ଏଜ୍ରାର ପୁତ୍ରଗଣ; ଯେଥର, ମେରଦ୍‍, ଏଫର ଓ ଯାଲୋନ୍‍ (ମେରଦ୍‍ର) ଭାର୍ଯ୍ୟା ମରୀୟମ, ଶମ୍ମୟ ଓ ଇଷ୍ଟିମୋୟର ପିତା ଯିଶ୍‍ବହକୁ ପ୍ରସବ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ, ଏଜ୍ରାର ପୁତ୍ରଗଣ; ଯେଥର, ମେରଦ୍‍, ଏଫର ଓ ଯାଲୋନ୍‍ (ମେରଦ୍‍ର) ଭାର୍ଯ୍ୟା ମରୀୟମ, ଶମ୍ମୟ ଓ ଇଷ୍ଟିମୋୟର ପିତା ଯିଶ୍‍ବହକୁ ପ୍ରସବ କଲା।

Gade chapit la Kopi




1 ବଂଶାବଳୀ 4:17
7 Referans Kwoze  

ମେରଦଙ୍କର ସ୍ତ୍ରୀ ନହମଙ୍କର ଭଗିନୀ ଥିଲେ। ମେରଦଙ୍କ ସ୍ତ୍ରୀଙ୍କ ପୁତ୍ରମାନେ କିୟୀଲା ଓ ଇଷ୍ଟିମୋୟଙ୍କ ପିତା ଥିଲେ। କିୟୀଲା ଗର୍ମୀୟ ଲୋକମାନଙ୍କ ମଧ୍ୟରୁ ଆସିଥିଲେ ଓ ଇଷ୍ଟିମୋୟ-ମାଖାତୀୟ ଲୋକମାନଙ୍କ ମଧ୍ୟରୁ ଆସିଥିଲେ।


କିନ୍ତୁ ରାଜା ଦାଉଦ ଅରଣ‌ନଙ୍କୁ ଉତ୍ତର ଦେଲେ, “ନା, ମୁଁ ତୁମ୍ଭକୁ ସମ୍ପୂର୍ଣ୍ଣ ମୂଲ୍ୟ ଦେବି। ମୁଁ ତୁମ୍ଭଠାରୁ କିଛି ନେଇ ସଦାପ୍ରଭୁଙ୍କୁ ଦେବି ନାହିଁ। ମୁଁ ବିନା ମୂଲ୍ୟରେ ନୈବେଦ୍ୟ ଉତ୍ସର୍ଗ କରିବି ନାହିଁ।”


ହାରୋଣର ବଂଶଧରମାନଙ୍କୁ ଦିଆଯାଇଥିବା ଆଶ୍ରୟ ନଗର ସବୁ ହିବ୍ରୋଣ, ଲି‌ବ୍‌ନା, ଯତ୍ତୀର, ଇଷ୍ଟିମୋୟ,


ଅରୋୟର, ଶିଫମୋତ୍ ଓ ଇଷ୍ଟିମୋୟମାନଙ୍କ ନିକଟକୁ କିଛି ପଠାଇଲେ।


ଅନାବ୍, ଇଷ୍ଟିମୋୟ, ଆନୀମ୍,


ଯିହଲିଲେଙ୍କର ପୁତ୍ରମାନେ ଥିଲେ ସୀଫ୍, ସୀଫା, ତୀରିୟ ଓ ଅସାରେଲ।


Swiv nou:

Piblisite


Piblisite