Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 4:23 - ପବିତ୍ର ବାଇବଲ

23 ଶେଲାଙ୍କ ପୁତ୍ରମାନେ ମୃତ୍ତିକାରୁ ବିଭିନ୍ନ ବସ୍ତୁ ନିର୍ମାଣକାରୀ ମୃତ୍ତିକାର ଥିଲେ। ସେମାନେ ତନାୟିମ ଓ ଗଦେରାରେ ବାସ କରୁଥିଲେ। ସେମାନେ ସେହି ସହରଗୁଡ଼ିକରେ ରହି ରାଜାଙ୍କ ନିମନ୍ତେ କାର୍ଯ୍ୟ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ଏମାନେ କୁମ୍ଭକାର ଓ ନତାୟିମ ଓ ଗଦେରାରେ ବାସ କଲେ; ସେମାନେ ସେଠାରେ ରାଜା ସଙ୍ଗେ ତାହାର କାର୍ଯ୍ୟ ସକାଶେ ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

23 ଏମାନେ କୁମ୍ଭକାର, ନତାୟିମ ଓ ଗଦେରାରେ ବାସ କଲେ; ସେମାନେ ସେଠାରେ ରାଜା ସଙ୍ଗେ ତାହାର କାର୍ଯ୍ୟ ସକାଶେ ବାସ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ଏମାନେ କୁମ୍ଭକାର, ନତାୟିମ ଓ ଗଦେରାରେ ବାସ କଲେ; ସେମାନେ ସେଠାରେ ରାଜା ସଙ୍ଗେ ତାହାର କାର୍ଯ୍ୟ ସକାଶେ ବାସ କଲେ।

Gade chapit la Kopi




1 ବଂଶାବଳୀ 4:23
5 Referans Kwoze  

ପରମେଶ୍ୱର କହିଲେ, “ଆମ୍ଭେ ତୁମ୍ଭ କାନ୍ଧରୁ ଭାର ଉତ୍ତାରି ଦେଲୁ। ତାହାର ହସ୍ତ ଟୋକେଇରୁ ମୁକ୍ତ ହେଲା।


ମିୟୋନୋଥୟ ଅଫ୍ରାଙ୍କର ପିତା ଥିଲେ। ଏବଂ ସରାୟ ଯୋୟାବଙ୍କର ପିତା ଥିଲେ। ଯୋୟାବ କାରିଗର ଉପତ୍ୟକା ସହରର ପ୍ରତିଷ୍ଠାତା ଥିଲେ। ଏହି ସହର କାରିଗର ଉପତ୍ୟକା ନାମରେ ଡକାଯାଏ। ସେହି ସ୍ଥାନର ଅଧିବାସୀମାନେ ଏହି ନାମ ବ୍ୟବହାର କରୁଥିଲେ। କାରଣ ଏହାର ଲୋକମାନେ ଖୁବ୍ ଦକ୍ଷ କାରିଗର ଥିଲେ।


ଯୋକୀମ ଏବଂ କୋଷେବାର ଲୋକେ, ଯୋୟାଶ ଓ ସାରଫ ମୋୟାବିୟ ସ୍ତ୍ରୀମାନଙ୍କୁ ବିବାହ କରିଥିଲେ। ଏହା ପରେ ସେମାନେ ବୈଥଲେହିମକୁ ଫେରି ଯାଇଥିଲେ। ଏହି ଲେଖାଗୁଡ଼ିକ ଅତି ପ୍ରାଚୀନ ଅଟେ।


ଶିମିୟୋନଙ୍କର ପୁତ୍ରମାନେ ଥିଲେ ନମୂୟେଲ, ଯାମୀନ, ଯାରୀବ, ସେରହ ଓ ଶୌଲ।


ଯଦି ଜଣେ ଲୋକ ତା'ର କାର୍ଯ୍ୟରେ ନିପୁଣ ଓ ତତ୍ପର। ତେବେ ସେ ରାଜାଙ୍କର ସେବା କରିବାକୁ ସକ୍ଷମ, ସେ କୌଣସି ନୀଚ ଲୋକର ସେବା କରିବ ନାହିଁ।


Swiv nou:

Piblisite


Piblisite