Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 4:32 - ପବିତ୍ର ବାଇବଲ

32 ଏହି ସହରଗୁଡ଼ିକ ନିକଟରେ ଥିବା ପାଞ୍ଚ ଗୋଟି ଗ୍ରାମର ନାମ ଥିଲା ଐଟମ, ଐନ୍, ରିମ୍ମୋନ, ତୋଖେନ୍ ଓ ଆଶନ୍।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ଆଉ, ଗ୍ରାମସୁଦ୍ଧା ଐଟମ୍ ଓ ଐନ୍, ରିମ୍ମୋନ୍ ଓ ତୋଖେନ୍ ଓ ଆଶନ୍, ଏହି ପାଞ୍ଚ ନଗର;

Gade chapit la Kopi

ଓଡିଆ ବାଇବେଲ

32 ଆଉ, ଗ୍ରାମସୁଦ୍ଧା ଐଟମ୍‍, ଐନ୍‍, ରିମ୍ମୋନ୍‍, ତୋଖେନ୍‍ ଓ ଆଶନ୍‍, ଏହି ପାଞ୍ଚ ନଗର;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ଆଉ, ଗ୍ରାମସୁଦ୍ଧା ଐଟମ୍‍, ଐନ୍‍, ରିମ୍ମୋନ୍‍, ତୋଖେନ୍‍ ଓ ଆଶନ୍‍, ଏହି ପାଞ୍ଚ ନଗର;

Gade chapit la Kopi




1 ବଂଶାବଳୀ 4:32
4 Referans Kwoze  

ଐନ୍, ରିମ୍ମୋନ୍, ଏଥର ଓ ଆଶନ୍ ଗ୍ରାମ ସମେତ ଏହିପରି ଗ୍ଭରୋଟି ନଗର ଥିଲା।


ବେ‌ଥ୍‌କର୍ମାବୋଦ, ହତ୍‌ସର, ସୂଷୀମ, ବୈଥବିରୀ ଓ ସାରୟିମରେ ବାସ କରୁଥିଲେ। ଦାଉଦ ରାଜା ହେବା ପର୍ଯ୍ୟନ୍ତ ସେମାନେ ସେହିସବୁ ନଗରରେ ବାସ କରୁଥିଲେ।


ବାଲ୍ ପରି କେତୋଟି ସୁଦୂରବର୍ତ୍ତୀ ଗ୍ରାମ ମଧ୍ୟ ଥିଲା। ଏହିସବୁ ସ୍ଥାନରେ ସେମାନେ ବାସ କରୁଥିଲେ। ଆହୁରି ମଧ୍ୟ ସେମାନେ ନିଜର ପରିବାରର ଇତିହାସ ଲେଖି ରଖୁଥିଲେ।


ଐନ୍ ଓ ତହିଁର ତଳଭୂମି, ଯୁଟା ଓ ତହିଁର ତଳଭୂମି, ବୈ‌ଥ୍‌ଶେମଶ୍ ଓ ତା'ର ତଳଭୂମି ସେହି ଦୁଇ ବଂଶରୁ ଏହିପରି ନଅ ଗୋଟି ନଗର ଦେଲେ।


Swiv nou:

Piblisite


Piblisite