Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 4:8 - ପବିତ୍ର ବାଇବଲ

8 କୋ‌ଜ୍‌ ଆନୁବ୍, ହ‌କ୍‌କୋସଙ୍କର ଓ ଅହହେଲଙ୍କ ପିତା ଥିଲେ। ଅହହେଲ ହାରୁମଙ୍କ ପୁତ୍ର ଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି ହକ୍କୋସ୍ ଆନୂବକୁ ଓ ସୋବେବାକୁ ଓ ହାରୁମ୍ର ପୁତ୍ର ଅହହେଲର ଗୋଷ୍ଠୀକି ଜାତ କଲା।

Gade chapit la Kopi

ଓଡିଆ ବାଇବେଲ

8 ପୁଣି, ହକ୍କୋସ୍‍ ଆନୂବକୁ, ସୋବେବାକୁ ଓ ହାରୁମ୍‍ର ପୁତ୍ର ଅହହେଲର ଗୋଷ୍ଠୀକୁ ଜାତ କଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ହକ୍କୋସ୍‍ ଆନୂବକୁ, ସୋବେବାକୁ ଓ ହାରୁମ୍‍ର ପୁତ୍ର ଅହହେଲର ଗୋଷ୍ଠୀକୁ ଜାତ କଲା।

Gade chapit la Kopi




1 ବଂଶାବଳୀ 4:8
4 Referans Kwoze  

ହିଲାଙ୍କର ପୁତ୍ରମାନେ ଥିଲେ ସେରତ, ଯିତ୍‌ସୋହର, ଓ ଇତ୍‌ନନ୍।


ଯାବେଷ୍ ତାଙ୍କର ଭ୍ରାତାମାନଙ୍କ ଅପେକ୍ଷା ଅଧିକ ସମ୍ମାନିତ ହେଲେ। ତାଙ୍କର ମାତା କହିଲେ, “ମୁଁ ତାହାର ନାମ ଯାବେଷ୍ ଦେଇଅଛି, କାରଣ ତାହାକୁ ଜନ୍ମ ଦେବା ସମୟରେ ମୋତେ ଅତିଶୟ ଯନ୍ତ୍ରଣା ହୋଇଥିଲା।”


ଯାଜକମାନଙ୍କ ବଂଶଧରମାନଙ୍କ ମଧ୍ୟରୁ ହବାୟ, ହକୋସ, ବର୍ସିଲ୍ଲୟ, ବର୍ସିଲ୍ଲୟ ଗିଲିୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମ ଅନୁସାରେ ଖ୍ୟାତି ହୋଇଥିଲା।


ତା'ପରକୁ ହ‌କ୍‌କୋସର ପୌତ୍ର ଊରିୟର ପୁତ୍ର ମରେମୋତ୍ ଇଲିୟାଶୀବର ଗୃହଦ୍ୱାରଠାରୁ ଇଲିୟାଶୀବର ଗୃହ ପ୍ରାନ୍ତ ପର୍ଯ୍ୟନ୍ତ ଅନ୍ୟ ଏକ ଭଗ୍ନ ଅଂଶ ଗଠନ କଲେ।


Swiv nou:

Piblisite


Piblisite