Biblia Todo Logo
Bib sou entènèt

- Piblisite -




1 ବଂଶାବଳୀ 5:10 - ପବିତ୍ର ବାଇବଲ

10 ଶାଉଲ ରାଜା ଥିବା ସମୟରେ ବେଲାଙ୍କ ବଂଶଧରମାନେ ହାଗରୀୟ ଲୋକଙ୍କ ବିରୁଦ୍ଧରେ ଯୁଦ୍ଧ କଲେ। ସେମାନେ ହାଗରୀୟ ଲୋକମାନଙ୍କୁ ପରାସ୍ତ କଲେ। ସେମାନେ ତମ୍ବୁ ଗୃହରେ ବାସ କରୁଥିଲେ ଓ ଗିଲିୟଦର ପୂର୍ବ ପାର୍ଶ୍ୱସ୍ଥ ସ୍ଥାନ ଗୁଡ଼ିକରେ ଭ୍ରମଣ କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି ଶାଉଲଙ୍କର ସମୟରେ ସେମାନେ ହାଗରୀୟ-ମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ଵୁରେ ଗିଲୀୟଦ ଦେଶର ପୂର୍ବଦିଗରେ ସର୍ବତ୍ର ବାସ କଲେ।

Gade chapit la Kopi

ଓଡିଆ ବାଇବେଲ

10 ପୁଣି, ଶାଉଲଙ୍କର ସମୟରେ ସେମାନେ ହାଗରୀୟମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ବୁରେ ଗିଲୀୟଦ ଦେଶର ପୂର୍ବ ଦିଗରେ ସର୍ବତ୍ର ବାସ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ଶାଉଲଙ୍କର ସମୟରେ ସେମାନେ ହାଗରୀୟମାନଙ୍କ ସହିତ ଯୁଦ୍ଧ କରନ୍ତେ, ହାଗରୀୟମାନେ ସେମାନଙ୍କ ହସ୍ତରେ ପତିତ ହେଲେ; ତହୁଁ ଏମାନେ ସେମାନଙ୍କ ତମ୍ବୁରେ ଗିଲୀୟଦ ଦେଶର ପୂର୍ବ ଦିଗରେ ସର୍ବତ୍ର ବାସ କଲେ।

Gade chapit la Kopi




1 ବଂଶାବଳୀ 5:10
6 Referans Kwoze  

ଇଦୋମର ବଂଶଧର ଇଶ୍ମାୟେଲୀୟମାନେ, ମୋୟାବ ଓ ହାଗରୀୟମାନେ, ଗବାଲ୍, ଅମ୍ମୋନ, ଅମାଲେକ୍ ଓ ସୋର ନିବାସୀଙ୍କ ସହିତ ପଲେଷ୍ଟୀୟମାନେ ସମସ୍ତେ ତୁମ୍ଭ ବିରୁଦ୍ଧରେ ନିୟମ ସ୍ଥାପନ କରିଅଛନ୍ତି।


ଏହା ସାରାର ମିଶରୀୟା ଦାସୀ ହାଗାରର ପୁତ୍ର, ଇଶ୍ମାଏଲଙ୍କର ପରିବାରର ତାଲିକା ଅଟେ।


ହାଗାରର ପୁଅ ଖେଳୁଥିବାର ସାରା ଦେଖିଲେ। ଯାହା ହାଗାର ମିଶରୀୟ ଏହି ପୁତ୍ର ଅବ୍ରହାମଙ୍କ ଦ୍ୱାରା ହୋଇଥିଲା।


ହାଗରୀୟ ଯାସୀଷ୍ ମେଷମାନଙ୍କର ଦାୟିତ୍ୱରେ ଥିଲେ। ଏହି ସମସ୍ତ ବ୍ୟକ୍ତି ରାଜା ଦାଉଦଙ୍କର ସମ୍ପତ୍ତିର ଦାୟିତ୍ୱରେ ଥିଲେ।


Swiv nou:

Piblisite


Piblisite